ଜେରେମି ଲାଲନିରୁଙ୍ଗା ଆଣିଲେ ଦ୍ବିତୀୟ ସ୍ବର୍ଣ୍ଣ
ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ମିଳିଛି ପଞ୍ଚମ ପଦକ। ଜେରେମି ଲାଲନିରୁଙ୍ଗା ରବିବାର ପୁରୁଷ ଭାରୋତ୍ତୋଳନର ୬୭ କିଲୋ ଭାର ବର୍ଗରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଜେରେମି ସ୍ନାଚ୍ରେ ରେକର୍ଡ ୧୪୦ କିଲୋ ଓଜନ ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ…
ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ରେ ଭାରତକୁ ମିଳିଛି ପଞ୍ଚମ ପଦକ। ଜେରେମି ଲାଲନିରୁଙ୍ଗା ରବିବାର ପୁରୁଷ ଭାରୋତ୍ତୋଳନର ୬୭ କିଲୋ ଭାର ବର୍ଗରେ ସ୍ଵର୍ଣ୍ଣ ପଦକ ଜିତିଛନ୍ତି। ଜେରେମି ସ୍ନାଚ୍ରେ ରେକର୍ଡ ୧୪୦ କିଲୋ ଓଜନ ଉଠାଇଥିବା ବେଳେ କ୍ଲିନ ଆଣ୍ଡ ଜର୍କରେ…
ଆଉ ଶୁଭିବନି ‘ନିଦଭରା ରାତି ମଧୁଝରା ଜହ୍ନ’। ମଉଳି ଯାଇଛି ଷାଠିଏ ଓ ସତୁରି ଦଶକର ସେ ଜହ୍ନ।ବିଶିଷ୍ଟ ବଙ୍ଗୀୟ ତଥା ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଆଉ ନାହାନ୍ତି। ଗତ ରାତି ୨ଟା ୫ ମିନିଟ୍ ସମୟରେ କୋଲକାତାର ଚେତଲା…
ପାଖେଇ ଆସିଲାଣି ରିଟର୍ଣ୍ଣ ଦାଖଲର ସମୟସୀମା। ଜୁଲାଇ ୩୧କୁ ଏଥିପାର୍ଇ ଶେଷ ସମୟସୀମା ରଖାଯାଇଛି। ଅନ୳ପକ୍ଷେ ଦେଶର ୪୧ ପ୍ରତିଶତ ଟିକସଦାତା ଏ ପର୍ଯ୍ୟନ୍ତ ସେମାନଙ୍କ ଆୟକର ରିଟର୍ଣ୍ଣ ଦାଖଲ କରିନାହାଁନ୍ତି । ଏହାର ମୁଖ୍ୟ କାରଣ ହେଉଛି ଆୟକର ରିଟର୍ଣ୍ଣ…
ରାଜନୀତିରେ ହାତେ ମାପି ଚାଖଣ୍ଡେ ଚାଲିବା ଯେତିକି ଆବଶ୳କ କଥା କହିବା ବେଳେ ୧୦୦ ଥର ଭାବିବା ମଧ୍ଯ ସେତିକି ଜରୁରୀ। ରାଜନେତାଙ୍କ ‘ସ୍ଲିପ ଅଫ ଟଙ୍ଗ’ ପାଇଁ ପୁରରୁ ପଲ୍ଲୀ ଯାଏଁ ଏବେ ସବୁଠି ଝଡ଼ ସୃଷ୍ଟି ହେଲାଣି। ଆମେ…
ଶାନ୍ତ ହୋଇଯାଇଛି ପରିବେଶ । ଚୁପ୍ ହୋଇଯାଇଛନ୍ତି ବନ୍ଧୁକ ଓ ତୋପ। ଫେବୃଆରୀ ୨୦୨୦ ରେ ଭାରତ ଏବଂ ପାକିସ୍ତାନ ଅସ୍ତ୍ରବିରତି ପାଇଁ ରାଜି ହେବା ପରଠାରୁ କାଶ୍ମୀର ପରିଦର୍ଶନ କରୁଥିବା ପର୍ଯ୍ୟଟକଙ୍କ ପାଇଁ ଲାଇନ୍ ଅଫ୍ କଣ୍ଟ୍ରୋଲ୍ (ଏଲଓସି) ନିକଟରେ…
ଭାରତର ଅନ୳ତମ ପ୍ରାକୃତିକ ସୌନ୍ଦର୍ଯ୳ରେ ଭରପୁର ସ୍ଥାନ ହେଉଛି ନୈନିତାଲ। ମାତ୍ର ଦିନକୁ ଦିନ ଏହି ସୌନ୍ଦର୍ଯ୳ ଉପରେ ବିପଦ ଦେଖାଦେଉଛି। ମୌସୁମୀ ଆରମ୍ଭ ହେବା ସହିତ ଉତ୍ତରପ୍ରଦେଶରେ ମଧ୍ୟ ଭୂସ୍ଖଳନ ଦ୍ରୁତ ଗତିରେ ବଢୁଛି। ଏହା ସହ ନୈନିତାଲରେ ମଧ୍ଯ…
କନ୍ଦମୂଳ ଉତ୍ପାଦନରେ ଓଡିଶା ନଂ 1 । ବିଧାନସଭାର ଶୂନ୍ୟକାଳରେ ଏହି ସୂଚନା ଦେଇଛନ୍ତି କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ରାଜ୍ୟର ବିଭିନ୍ନ ପନିପରିବା ଏବଂ ଫଳମୂଳର ଉତ୍ପାଦନ, ସଂରକ୍ଷଣ ଏବଂ ବଜାର ବ୍ୟବସ୍ଥାକୁ ନେଇ ଗୃହରେ ସରଗରମ ଆଲୋଚନା…
ସରକାରୀ କର୍ମଚାରୀଙ୍କ ପାଇଁ ଏକ ଖୁସି ଖବର। ଜୁଲାଇ ୧, ୨୦୨୨ ରେ ୮, ୦୦୦ ରୁ ଅଧିକ ସରକାରୀ କର୍ମଚାରୀଙ୍କୁ ବ୍ୟାପକ ପଦୋନ୍ନତି ଦେବା ପରେ କର୍ମଚାରୀ ଏବଂ ତାଲିମ ବିଭାଗ ଆସନ୍ତା ଦୁଇ ତିନି ସପ୍ତାହ ମଧ୍ୟରେ ଅଧିକ…
ଦେଶର ସର୍ବୋଚ୍ଚ ଆସନର ଅଧିକାରିଣୀ ହୋଇଛନ୍ତି ଦ୍ରୌପଦୀ ମୁର୍ମୁ । ଭାରତର ୧୫ତମ ରାଷ୍ଟ୍ରପତି ଭାବେ ଦେଶ ଉତ୍ସବ ପାଳୁଛି। ଅନ୍ୟପକ୍ଷରେ ରାମ ନାଥ କୋବିନ୍ଦ ରାଷ୍ଟ୍ରପତି ପଦରୁ ଅବସର ନେବାର ଗୋଟିଏ ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର…
ବର୍ତ୍ତମାନର ସମାଜରେ ର୳୲ଗିଂ ଏକ ଅଦୃଶ୳ ଅସ୍ତ୍ର ରୂପେ ଯୁବପିଢିଙ୍କୁ କୁମାନସିକତା ଆଡ଼କୁ ନେଇଯାଉଛି। ସବୁ ପ୍ରୟାସ ପରେ ବି ରାଙ୍ଗି ଥମିବାର ନାଁ ଧରୁନାହିଁ। ସିନିଅରମାନଙ୍କ ମଜା ମସ୍ତିରେ ବଳି ପଡୁଛନ୍ତି ଜୁନିୟର। ଏବେ ବଡ ଧରଣର ର୳୲ଗିଂ ମାମଲା…