ଅରୁଣାଚଳ ପ୍ରଦେଶ, ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
ପୁଣି ଏକ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଅରୁଣାଚଳ ପ୍ରଦେଶ ଇଟାନଗରର ଉପେରସିଆଙ୍ଗ ଜିଲ୍ଲାଠୁ 25 କିଲୋମିଟର ଦୂର ସିଙ୍ଗିଂ ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ସେନାର ଅତ୍ୟାଧୁନିକ ହାଲୁକା ହେଲିକପ୍ଟର । ଦୁର୍ଗମ ଅଞ୍ଚଳରେ ଦୁର୍ଘଟଣା ଘଟିଥିବା ସୂଚନା ।…