୧୩ ରାଜ୍ୟରେ ନୂତନ ରାଜ୍ୟପାଳଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି
ଶବ୍ଦମିଡ଼ିଆ ବ୍ୟୁରୋ:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୧୩ଟି ରାଜ୍ୟର ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ନୂଆ ନିଯୁକ୍ତି ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁଯାୟୀ, ରାଷ୍ଟ୍ରପତି ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋସିଆରି ଓ…