Thu. Oct 15th, 2026

Month: February 2023

ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମେଳା : ଉତ୍ସବମୁଖର ମହିମାଗାଦି ପୀଠ

ଶବ୍ଦ ଓଡିଶା ବ୍ୟୁରୋ: ଢେଙ୍କାନାଳର ପ୍ରସିଦ୍ଧ ଯୋରନ୍ଦା ମେଳା ଆଜିଠୁ ଆରମ୍ଭ ହୋଇଛି । ସଂଧ୍ୟାରେ ଗାଦି ମନ୍ଦିରର ଚାରି ଦ୍ୱାରରେ ଝାଡଦ୍ୱୀପ ପ୍ରଜ୍ୱଳନ କରାଯିବ । ଯୋରନ୍ଦା ମେଳା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଭକ୍ତ ପହଞ୍ଚି…

କାଶୀପୁର ବ୍ଲକରେ ବିଶାଳ ଜନ ସମାବେଶ,ଜଙ୍ଗଲ ଜମି ଅଧିକାର ପାଇଁ ଦାବି

ରାୟଗଡା : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ, ଗୋଡିବାଲି ପଂଚାୟତର କରଞ୍ଜଗୁଡା ଗାଁରେ ଚାଷୀ ଏକତା ପରିଷଦ,ଅଖିଳ ଭାରତୀୟ କିସାନ ମଜଦୁର ସଭା ଏବଂ ଶାଶୁ ବୋହୁ ମାଳି ଚାରିଟେବୁଲ ଟ୍ରଷ୍ଟର ସଦସ୍ୟ ଓ କାଶୀପୁର ବ୍ଲକ ର ଆଖ ପାଖ…

ବିଜେପି ମାଲଗାଁ ମଣ୍ଡଳ ସଭାପତି ଦଳରୁ ବହିଷ୍କୃତ

ଚନ୍ଦାହାଣ୍ଡି- ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ମାଲଗାଁ ମଣ୍ଡଳ ସଭାପତି ଡମ୍ବରୁଧର ମାଝି ଙ୍କୁ ଦଳ ବିରୋଧି କାମ ପାଇଁ ବିଜେପିରୁ ବହିଷ୍କୃତ କରିବା ସହ ତାଙ୍କ ପ୍ରାଥମିକ ସଦସ୍ୟତା ରଦ୍ଧ କରାଯାଇଛି । ଏନେଇ ଚନ୍ଦାହାଣ୍ଡି ବିଜେପି କାର୍ଯ୍ୟଳୟକୁ ଜିଲ୍ଲା…

ଗାଁ ସେଲୁନରେ ବାଳ କାଟୁଛନ୍ତି ସାଂସଦ ରମେଶ ମାଝି

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି । ନିଜର ସରଳ ହୃଦୟ ଓ ସାଧାରଣ ଲୋକଙ୍କ ପ୍ରତି ଆତ୍ମୀୟତାର ଭାବ ପାଇଁ ଖୁବ ଜନପ୍ରିୟ । ନିଜର ଚୁଟି କାଟିବା ପାଇଁ ସହରର କୌଣସି ଦାମୀ ସେଲୁନକୁ ନ ଯାଇ ନିଜ…

ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିକ୍ରମଦେବ କଲେଜର ୭୫ ବର୍ଷ ପୂର୍ତ୍ତିରେ ଦେବେ ଯୋଗ

ଶବ୍ଦ ଓଡିଶା ବ୍ୟୁରୋ: ଜୟପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିକ୍ରମ ଦେବ କଲେଜର ୭୫ ବର୍ଷ ଅବସରରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହା ପୂର୍ବରୁ ଗତକାଲି ଅବିଭକ୍ତ କୋରାପୁଟ ଜିଲ୍ଲାର ଏହି ସର୍ବପୁରାତନ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ…

ନାଗାଲାଣ୍ଡ ବିଧାନସଭା ନିର୍ବାଚନ: ବିଜେପି ଜାରି କଲା ପ୍ରାର୍ଥୀଙ୍କ ତାଲିକା।

ଶବ୍ଦ ଓଡିଶା ବ୍ୟୁରୋ: ନାଗାଲାଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ଦଳ ୨୦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି । ବିଜେପି ପକ୍ଷରୁ ଜାରି ହୋଇଥିବା ଏହି ତାଲିକା ଅନୁସାରେ ନାଗାଲାଣ୍ଡର ବିଜେପି ଅଧ୍ୟକ୍ଷ ତେମାଜିନ ଇମନା ଅଲଁଙ୍ଗ, ଏଲଁଙ୍ଗଟକି…

ପାକିସ୍ତାନକୁ ଋଣ ଦେବାକୁ ‘ଆଇଏମଏଫ’ର ନା

ଶବ୍ଦ ଓଡିଶା ବ୍ୟୁରୋ: କଙ୍ଗାଳ ହୋଇସାରିଛି ପାକିସ୍ତାନ । ଏହାରି ଭିତରେ ଆଉ ଏକ ଝଟକା ଦେଇଛି ଆଇଏମଏଫ । ଅନ୍ତରାଷ୍ଟ୍ରୀୟ ମୁଦ୍ରା ପାଣ୍ଠିରୁ ପାକିସ୍ତାନକୁ ଏହି ଝଟକା ଲାଗିଛି । ୫ ଶହ ଅରବର କରଜ ଦେବା ପାଇଁ ମନା…

ନେତା ଦୁଇଟି ଆସନରୁ ଲଢିପାରିବେ କି ନିର୍ବାଚନ?

ଶବ୍ଦ ଓଡିଶା ବ୍ୟୁରୋ: ଦୁଇଟି ଆସନରୁ ଲୋକସଭା କିମ୍ବା ବିଧାନସଭା ନିର୍ବାଚନ ଲଢିବା ଉପରେ ରୋକ ଲଗାଇବାକୁ ନେଇ ହୋଇଥିବା ଆବେଦନ ନେଇ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି । କୋର୍ଟ ଏହି ଜନହିତ ଆବେଦନକୁ ଖାରଜ କରିଛନ୍ତି । ମୁଖ୍ୟ ବିଚାରପତି…

ଆସାମରେ ସାମ୍ନାକୁ ଆସିଲା ୪୦୦୪ ବାଲ୍ୟ ବିବାହ ମାମଲା

ଶବ୍ଦ ଓଡିଶା ବ୍ୟୁରୋ: ଆସାମରେ ବାଲ୍ୟ ବିବାହ ଆଇନ ଉଲ୍ଲଙ୍ଘନ ନେଇ ଯେଉଁ ତଥ୍ୟ ସାମ୍ନାକୁ ଆସିଛି ତାକୁ ଚିନ୍ତା ବଢିଯାଇଛି । ତଥ୍ୟ ଅନୁସାରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୦୦୪ଟି ମକଦ୍ଦମା କେବଳ ବାଲ୍ୟ ବିବାହ ଆଇନରେ ରୁଜୁ ହୋଇଛି…

ଗୋପାଳ ଦାସ ମାରିଥିବା ଗୁଳିକୁ ପାଇଲା କ୍ରାଇମବ୍ରାଞ୍ଚ

ଶବ୍ଦ ଓଡିଶା ବ୍ୟୁରୋ: ମିଳିଲା ଗୁଳି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ହେବାର ୪ ଦିନ ପରେ ଗୁଳି ପାଇଛି ତଦନ୍ତକାରୀ ଟିମ୍ । ଅଭିଯୁକ୍ତ ଗୋପାଳ ଦାସ ନିଜ ସର୍ଭିସ ପିସ୍ତଲରୁ ଯେଉଁ ଗୁଳି ମନ୍ତ୍ରୀଙ୍କୁ ମାରିଥିଲେ ସେହି…