Thu. Oct 15th, 2026

Month: February 2023

ଜୟନାରାୟଣଙ୍କ ବଡ଼ ବୟାନ: ନବଙ୍କୁ ହତ୍ୟାପାଇଁ ନବୀନ ନିବାସରୁ ହୋଇଥିଲା ଷଡ଼ଯନ୍ତ୍ର

ଶବ୍ଦମିଡ଼ିଆ ବ୍ୟୁରୋ:ନବ ଦାସଙ୍କ ହତ୍ୟାକାଣ୍ଡ ରାଜ୍ୟ ରାଜିନୀତିର ସବୁଠାରୁ ବଡ଼ ଚର୍ଚ୍ଚିତ ଘଟଣା। ଏହି ହତ୍ୟାକାଣ୍ଡକୁ ସାଧାରଣ ରାଜ୍ୟବାସୀଙ୍କ ଠାର ଆରମ୍ଭ କରି ବିରୋଧୀ ଦଳ ପର୍ଯ୍ୟନ୍ତ କେହି ସହଜରେ ଗ୍ରହଣ କରିପାରୁନାହାନ୍ତି।ଅନ୍ୟପଟେ ଏହି ଘଟଣାକୁ ନେଇ ରାଜ୍ୟ ସରକାର କ୍ରାଇମବ୍ରାଞ୍ଚ…

ପ୍ରକାଶିତ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ, ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ

ଶବ୍ଦମିଡ଼ିଆ ବ୍ୟୁରୋ: ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଥିଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଅର୍ଥନୈତିକ ସର୍ଭେ ରିପୋର୍ଟରେ ରାଜ୍ୟର ଅର୍ଥନୀତିକୁ ନେଇ ଗୋଲାପୀ ଚିତ୍ର ଆଙ୍କିଛନ୍ତି ରାଜ୍ୟ ସରକାର । ୨୦୨୩-୨୪ ଆର୍ଥିକ ବର୍ଷରେ ରାଜ୍ୟର ଅଭିବୃଦ୍ଧି ହାର ୮…

ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ବିବୃତି, ‘ଉନ୍ନତ ଚିକିତ୍ସା ପାଇଁ ନବଙ୍କୁ ଆପୋଲୋ ଅଣାଯାଇଥିଲା’

ଶବ୍ଦମିଡ଼ିଆ ବ୍ୟୁରୋ: ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ହୁଲୁସ୍ତୁଲୁ ହୋଇଛି ବିଧାନସଭା । ସନ୍ଧ୍ୟା ୬ଟାରୁ ୯ଟା ପର୍ଯ୍ୟନ୍ତ ତିନିଘଣ୍ଟା ଧରି ବିରୋଧୀ ବିଜେପି ଓ କଂଗ୍ରେସ ଆଣିଥିବା ମୋସନ ଉପରେ ସରଗରମ ଆଲୋଚନା ହୋଇଛି । ଆଲୋଚନାରେ ଭାଗ ନେଇ,…

ଆସନ୍ତା ସପ୍ତାହରୁ ବଢ଼ିବ ଖରା : ସ୍ୱାଭାବିକଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ ଦିନର ତାପମାତ୍ରା

ଶବ୍ଦମିଡ଼ିଆ ବ୍ୟୁରୋ: ବଢ଼ିବ ଖରା । ସ୍ୱାଭାବିକ ଠାରୁ ୨ରୁ ୪ ଡିଗ୍ରୀ ବଢ଼ିବ ଦିନର ସର୍ବୋଚ୍ଚ ତାପମାତ୍ରା । ଭୁବନେଶ୍ୱର ସମେତ ପଶ୍ଚିମ ଓଡ଼ିଶାର ଅଧିକାଂଶ ସହରରେ ୩୮ ରୁ ୪୦ ଡିଗ୍ରୀ ପାରଦ ପହଞ୍ଚିବ ବୋଲି ଆଞ୍ଚଳିକ ପାଣିପାଗ…

ବିଧାନସଭାରେ ଆଗତ ହେବ ଚଳିତ ବର୍ଷର ଆର୍ଥିକ ବଜେଟ୍

ଶବ୍ଦମିଡ଼ିଆ ବ୍ୟୁରୋ: ବିଧାନସଭାରେ ଆଜି ଆଗତ ହେବ ଚଳିତ ବର୍ଷର ବଜେଟ୍ । ଗତ ବର୍ଷ ତୁଳନାରେ ଏବର୍ଷ ପ୍ରାୟ ୧୫ ପ୍ରତିଶତ ବଜେଟ୍ ବଢିବ ବୋଲି ଆକଳନ କରାଯାଇଛି । କିନ୍ତୁ ଖର୍ଚ୍ଚ ଭରଣା ପାଇଁ ପୁଣି ଋଣ ଉପରେ…

କୋଟିଆରେ ଆନ୍ଧ୍ର ଅନୁପ୍ରବେଶର ଖବର ସରକାରଙ୍କ ପାଖେ ନାହିଁ

ଶବ୍ଦମିଡ଼ିଆ ବ୍ୟୁରୋ: କୋଟିଆ ପଂଚାୟତରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ପକ୍ଷରୁ ବ୍ୟାପକ କାର୍ଯ୍ୟକ୍ରମ ସହ ନିୟମିତ ଭାବେ ଅନୁପ୍ରବେଶ ହେଉଥିଲେ ମଧ୍ୟ ଓଡ଼ିଶା ସରକାରଙ୍କ ପାଖରେ ଏନେଇ କୌଣସି ତଥ୍ୟ ନାହିଁ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଶୁକ୍ରବାର ବିଧାନସଭାରେ ଆନ୍ଧ୍ରପ୍ରଦେଶ…

ସେମିଫାଇନାଲ୍‌ରେ ହାରିଗଲା ଭାରତ

ଶବ୍ଦମିଡ଼ିଆ ବ୍ୟୁରୋ: ଟି-୨୦ ମହିଳା ବିଶ୍ୱକପ୍‌ର ଫାଇନାଲ୍‌ରେ ପହଞ୍ଚିବାରେ ବିଫଳ ହୋଇଛି ଭାରତୀୟ ଦଳ। ଗୁରୁବାର ଖେଳା ଯାଇଥିବା ସେମି ଫାଇନାଲ୍ ମ୍ୟାଚ୍‌ରେ ଦଳ ଅଷ୍ଟ୍ରେଲିଆ ଠାରୁ ୫ ରନ୍‌ରେ ପରାସ୍ତ ହୋଇଛି। ୧୭୩ ରନ୍‌ର ବିଜୟ ଲକ୍ଷ୍ୟର ପିଛା କରୁଥିବା…

ନବ ଦାସଙ୍କ ହତ୍ୟା ଘଟଣାରେ ଏଫବିଆଇର କୌଣସି ଭୂମିକା ନାହିଁ: ପ୍ରକାଶ ମିଶ୍ର

ଶବ୍ଦମିଡ଼ିଆ ବ୍ୟୁରୋ:ପୋଲିସ ହେଉଛି ଏକ ଫୋର୍ସ ଏବଂ ଏକ ‘ଚେନ୍ ଅଫ୍ କମାଣ୍ଡ’ର ବ୍ୟବସ୍ଥାର ସମନ୍ୱୟ ରହିଥାଏ । ରାଜ୍ୟରେ ବହୁ ଦକ୍ଷ ପୋଲିସ ଅଧିକାରୀ ଅଛନ୍ତି । କିନ୍ତୁ ଶୃଙ୍ଖଳା ଅଭାବ କାରଣରୁ ରାଜ୍ୟରେ ପୋଲିସ ବ୍ୟବସ୍ଥା ସଂପୂର୍ଣ୍ଣ ଧ୍ୱଂସ…

ବିକାଶର କରୁଣଚିତ୍ର:ମାଲକାନଗିରି ଜିଲ୍ଲା ୧୦ ଟି ଗାଁକୁ ନାହିଁ ଯୋଗାଯୋଗ

ଶବ୍ଦମିଡ଼ିଆ ବ୍ୟୁରୋ:ନିର୍ମାଣର ବର୍ଷେ ନପୁରୁଣୁ ଭୁଶୁଡ଼ି ପଡିଲା ପୋଲ। ଏଯାଏ ଆରମ୍ଭ ହୋଇପାରୁନି ନିର୍ମାଣ କାମ । ଦଶ ଖଣ୍ଡ ଗାଁକୁ ଯୋଗାଯୋଗ ବିଛିନ୍ନ । ଗାଁକୁ ଆସିପରୁନି ଆମ୍ବୁଲାନ୍ସ । ଯାତାୟାତ ପାଇଁ ହନ୍ତସନ୍ତ ହେଉଛନ୍ତି ଲୋକେ। ମାଲକାନଗିରି ଜିଲ୍ଲା…

ନୂଆ ରୂପରେ ଉତ୍କଳମଣିଙ୍କ ଷଠୀଘର, ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ ଲୋକାର୍ପିତ

ଶବ୍ଦମିଡ଼ିଆ ବ୍ୟୁରୋ:ଆଜି ପୁରୀ ଜିଲ୍ଲାରେ ସୁଆଣ୍ଡୋ ଗ୍ରାମରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ଭୁବନେଶ୍ୱରରୁ ହେଲିକପ୍ଟର ଯୋଗେ ପ୍ରଥମେ ସୁଆଣ୍ଡୋଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ । ସେଠାରୁ ପ୍ରଥମେ ଗାଁମୁଣ୍ଡରେ ଥିବା ଶିବ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ…