ଶ୍ରୀମନ୍ଦିରରେ ଅନୁିଷ୍ଠିତ ହେବ ଶ୍ରୀରାମଙ୍କ ଜନ୍ମନୀତି
ଶବ୍ଦ ଓଡିଶା ବ୍ୟୁରୋ: ପବିତ୍ର ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମଙ୍କଙ୍କ ଜନ୍ମନୀତି ଅନୁଷ୍ଠିତ ହୋବ । ସ୍ୱୟଂ ପ୍ରଭୁ ଶୀଜଗନ୍ନାଥ ମାତା ରୂପରେ ବିଳମ୍ବିତ ରାତ୍ରରେ ଶ୍ରୀରାମଙ୍କୁ ଜନ୍ମଦେବେ, ତେଣୁ ପ୍ରସବ ବେଦନାକୁ ଲାଘବ କରିବା ନିମନ୍ତେ ଅଷ୍ଟମୀ ଦିନ…