ତୀର୍ଥଯାତ୍ରା ଯୋଜନା:ପୁରୀରେ ୧୫୯ ଜଣ ବରିଷ୍ଠ ନାଗରିକ ଗଲେ ତୀର୍ଥଯାତ୍ରାରେ
ଶଦ୍ଦମିଡିଆ ବ୍ୟୁରୋ:ପୁରୀ:ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ପୁରୀ ଜିଲ୍ଲା ରୁ ଆଜି ୧୫୯ ଜଣ ବରିଷ୍ଠ ନାଗରିକ ଙ୍କୁ ତୀର୍ଥଯାତ୍ରାରେ ପ୍ରେରଣ କରାଯାଇଛି।ଏହି ବରିଷ୍ଠ ନାଗରିକ ମାନେ ରାଜସ୍ଥାନ ର ଆଜମେର ଓ ପୁଷ୍କର ପରିଭ୍ରମଣ କରିବେ। ସେମାନେ ଆଜି…