Wed. Oct 14th, 2026

Month: April 2023

ଓଡ଼ିଶା ଟ୍ୟାଲେଂଟ୍ ହଂଟରେ ଯୋଗଦେଲେ ପୂର୍ବତନ କ୍ରିକେଟର ଦିନେଶ ମୋଙ୍ଗିଆ

ଖୋର୍ଦ୍ଧା ବିଜେବି ହାଇସ୍କୁଲ ମିନି ଷ୍ଟାଡ଼ିୟମରେ ଚାଲିଥିବା ଓଡ଼ିଶା ଟ୍ୟାଲେଂଟ୍ ହଂଟ୍ ଚୟନ କାଯ୍ୟକ୍ରମରେ ଯୋଗଦେଇଛନ୍ତି ପୂର୍ବତନ କ୍ରିକେଟର ତଥା ଓଡ଼ିଶା କ୍ରିକେଟ ଆସୋସିଏସନର ମୁଖ୍ୟ ପ୍ରଶିକ୍ଷକ ଦିନେଶ ମୋଙ୍ଗିଆ । ରାଜ୍ୟର ୮ଟି ଜିଳ୍ଲାରୁ ମୋଟ ୨୧୮ ଜଣ ଯୁବ…

ଫେକ୍ କଲ୍ ରେ ଲାଗିବ ରୋକ; ‘ଟ୍ରାଇ’ର ବଡ଼ ସଂଶୋଧନ ନିଷ୍ପତ୍ତି

ମୋବାଇଲ ଫୋନ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖୁସି ଖବର। ଭାରତୀୟ ଦୂରସଞ୍ଚାର ନିୟାମକ ପ୍ରାଧିକରଣ (ଟ୍ରାଇ) କଲିଂ ନିୟମକୁ ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛି। ନୂଆ ନିୟମ ସହ , ଟ୍ରାଇ ସ୍ପାମ୍‌କଲ୍‌ ଓ ଏସଏମଏସ୍‌ ଉପର ରୋକ୍ ଲଗେଇବାକୁ ଏକ…

ମୋଦିଙ୍କ ମନରେ ଡି. ପ୍ରକାଶ ରାଓଙ୍କ କଥା

ମୋଦିଙ୍କ ମନ୍ କୀ ବାତ୍ ରେ ଓଡ଼ିଆ ତା ବିକାଳୀ ଯେ କଥା। ଗରିବ ପିଲାଙ୍କ ଶିକ୍ଷା ପାଇଁ ଅଭିଯାନ ଚଳାଇଥିବା ଓଡ଼ିଶାର କଟକ ସହରର ଚା ବି‌କ୍ରେତା ସ୍ବର୍ଗତ ଡି. ପ୍ରକାଶ ରାଓଙ୍କ କଥା ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ…

ଅଜିତ କୁମାର ମହାନ୍ତିଙ୍କୁ ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଦାୟିତ୍ଵ

ଜାତୀୟ ସ୍ତରରେ ଚମକିଲେ ଆଉ ଜଣେ ଓଡ଼ିଆ। ଜାତୀୟ ସ୍ତରରେ ଆଉ ଜଣେ ଓଡ଼ିଆଙ୍କୁ ଗୁରୁତ୍ୱପୂର୍ଣ୍ଣ ପଦବୀ । ଭାବା ଆଟୋମିକ୍ ଏନର୍ଜି କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଡକ୍ଟର ଅଜିତ କୁମାର ମହାନ୍ତି । ଏହା ସହ ସେ…

ଘରୋଇ ଡାକ୍ତରଖାନାରେ ଅସ୍ତ୍ରୋପଚାରକୁ ନେଇ ସ୍ୱାସ୍ଥ୍ୟ ବିଭାଗର ନୂଆ ନିୟମ

ଘରୋଇ ଡାକ୍ତରଖାନାରେ ଅସ୍ତ୍ରୋପଚାରକୁ ନେଇ ସ୍ୱାସ୍ଥ୍ୟ ବିଭାଗର ନୂଆ ନିୟମ ସାମ୍ନାକୁ ଆସିଛି। ଏଣିକି ଘରୋଇ ଡାକ୍ତରଖାନାରେ ଅସ୍ତ୍ରୋପଚାର ପ୍ରସବ କରାଗଲେ ସ୍ୱାସ୍ଥ୍ୟ ବିଭାଗକୁ ଜବାବ୍‌‌ ଦେବାକୁ ହେବ। ପ୍ରକୃତରେ ଅସ୍ତ୍ରୋପଚାର ଆବଶ୍ୟକ ଥିଲା କି ନାହିଁ ତାହା ଜିଲ୍ଲା ସ୍ୱାସ୍ଥ୍ୟ…

ସାବାଡ଼ ହେବେ ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀ; ପରିବହନ ବିଭାଗର କଡ଼ା ନିର୍ଦ୍ଦେଶ

ସଡକ ଦୁର୍ଘଟଣା, ଅମାନିଆ ଗାଡି ଚାଳନାକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ଅନେକ ନିୟମ ଲାଗୁ କରୁଛି ।ସମସ୍ତ ନିୟମକୁ କଡାକଡି ପାଳନ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଉଛି । ଏହାରି ମଧ୍ୟରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ ଚାଲାଣ…

ଓଲଟିଲା ବୋଲେରୋ: ଜଣେ ମୃତ, ୮ ଗୁରୁତର

ଶବ୍ଦ ଓଡିଶା ବ୍ୟୁରୋ: ସୁନ୍ଦରଗଡ଼ ଜିଲ୍ଲାର ହେମଗିର ଥାନା ବିଲେଇମୁଣ୍ଡାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ମୃତ ଓ ୮ ଗୁରୁତର ହୋଇଛନ୍ତି। ହେମଗିର ଥନା ଅନ୍ତର୍ଗତ ବାଙ୍କିବାହାଲ ଟପରିଆ ରାସ୍ତାର ବିଲେଇମୁଣ୍ଡାଠାରେ ବିଳମ୍ବିତ ରାତିରେ ଯାତ୍ରୀବାହୀ ବୋଲେରୋ ଦୁର୍ଘଟଣାଗ୍ରସ୍ତ…

ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଶବ୍ଦ ଓଡିଶା ବ୍ୟୁରୋ: ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିର…

୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତା ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା । ଆଜି ୧୨ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ…

ସମ୍ବଲପୁର ସହରରୁ ସମ୍ପୂର୍ଣ୍ଣ ହଟିଲା କର୍ଫ୍ୟୁ କଟକଣା ।

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ସହରରୁ ସମ୍ପୂର୍ଣ୍ଣ ଭାବେ କର୍ଫ୍ୟୁ କଟକଣା ହଟିଛି । ଧନୁପାଲି ଥାନା ଓ ଟାଉନ ଥାନା ଅଞ୍ଚଳରୁ କର୍ଫ୍ୟୁକଟକଣା ଗତକାଲି ରାତି ୧୧ଟାରୁ ହଟିଛି । ପୂର୍ବରୁ ୪ଟି ଥାନା ଅଂଚଳରୁ କର୍ଫ୍ୟୁ କଟକଣା ହଟିଥିଲା…