ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ, ଡିଏଫଓ ଓ ରୋଷେୟାଙ୍କୁ ନୋଟିସ୍ ଜାରି
ଶବ୍ଦ ଓଡିଶା ବ୍ୟୁରୋ: ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ମହାପାତ୍ର ମୃତ୍ୟୁ ମାମଲାରେ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ନୋଟିସ୍ ଜାରି କଲେ କୋର୍ଟ । ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ ଉଭୟଙ୍କୁ ନୋଟିସ୍ ଜାରି କରିଛନ୍ତି ।…