୯ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି ଚଢ଼ାଉ। ପୁରୀ ଜିଲ୍ଲା ସଦର ରେଞ୍ଜର ନିରୀକ୍ଷିକା ଶ୍ରୀମତୀ ମାନସୀ ସାହୁଙ୍କ ନେତୃତ୍ୱରେ ଏକ ଟିମ ସଦର ଥାନା ଅଧୀନରେ ଥିବା କାସିହରିପୂର୍ ଅଂଚଳରେ ଚଢ଼ାଉ…