Thu. Oct 15th, 2026

Month: May 2023

ଆଇପିଏସ୍ ସୁଧାଂଶୁ ଷଡ଼ଙ୍ଗୀ ଓ ଅରୁଣ ଷଡ଼ଙ୍ଗୀଙ୍କୁ ଡିଜି ପାହ୍ୟା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟ ସରକାର ଆଜି ୧୯୯୦ ବ୍ୟାଚର ୩ଜଣ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି । ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି ।୧୯୯୦ ବ୍ୟାଚ୍ ଆଇପିଏସ୍ ସୁଧାଂଶୁ…

୭ରେ ଲଘୁଚାପ, ୯ ତାରିଖରେ ବାତ୍ୟା ଆଶଙ୍କା

ଶବ୍ଦ ଓଡିଶା ବ୍ୟୁରୋ: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ବାତ୍ୟାର ରୂପ ନେଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୭ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ । ଆଉ…

ଛତିଶଗଡ଼ରେ ବୋଲେରୋକୁ ପିଟିଲା ଟ୍ରକ, ଗୋଟିିଏ ପରିବାରର ୧୦ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ଛତିଶଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୋଲେରୋକୁ ପିଟିଲା ଟ୍ରକ । ଘଟଣାରେ ଗୋଟିିଏ ପରିବାରର ୧୦ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଜଣେ ଶିଶୁ । ବିବାହ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିବା…

ଆସୁଛନ୍ତି ଦ୍ରୌପଦୀ ମୁର୍ମୁ : ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ଜନ୍ମମାଟି ଗସ୍ତ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତି ହେବା ପରେ ପ୍ରଥମଥର ନିଜ ଜନ୍ମମାଟିରେ ପାଦ ଦେବେ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେଲା ପରେ ଓଡ଼ିଶାକୁ ପୂର୍ବରୁ ଦୁଇଥର ଗସ୍ତ କରିସାରିଛନ୍ତି ଦ୍ରୌପଦୀ ମୁର୍ମୁ । କିନ୍ତୁ ନିଜ ଜିଲ୍ଲାକୁ ଏହା ତାଙ୍କର…

ରଥଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଚଳିତ ବର୍ଷ ରଥଯାତ୍ରା ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା।…

ଜିଲ୍ଲା ରେଡକ୍ରସ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ

ଜିଲ୍ଲା ରେଡକ୍ରସ କାର୍ଯ୍ୟ କାରିଣୀ ବୈଠକ ଆଜି ଅପରାହ୍ନ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରିଥିଲେ ଜିଲ୍ଲାପାଳ ସମର୍ଥ ବର୍ମା। ରେଡ଼କ୍ରସ ଏକ ସେବାକାରୀ ଅନୁଷ୍ଠାନ ଓ ମାନବ ସେବାରେ ଏହାର ସ୍ୱଛାସେବୀ ସର୍ବଦା ନିୟୋଜିତ…

ଶ୍ରୀମନ୍ଦିରରେ ବ୍ରତୋପନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଆଜି ବୈଶାଖ ଶୁକ୍ଳପକ୍ଷ ବୁଧବାର ଦିନ ମା ଉଗ୍ରତାରା ଯୁବକ ସଂଘ ଆନୁକୁଲ୍ୟରେ ପୁରୀ ଶ୍ରୀମନ୍ଦିର ପଶ୍ଚିମ ଦ୍ଵାରା ସମ୍ମୁଖରେ ନିସ୍କୁଲ ଭାବରେ ବ୍ରତୋପନୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମା…

କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ମୈଦାନରେ ହେଭିୱେଟ ନେତା

କର୍ଣ୍ଣାଟକ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ବାକି ରହିଲା। ଏତିକି ବେଳେ ପ୍ରମୁଖ ରାଜନୈତିକ ଦଳ ଗୁଡିକ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏଥିରୁ ବାଦ ପଡିନାହାଁନ୍ତି। ଦକ୍ଷିଣ କନ୍ନଡ ଜିଲ୍ଲାରେ ଏକ ଜନ…

ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପାଳିଲା ୯ମ ବାର୍ଷିକ ଉତ୍ସବ

ବରମୁଣ୍ଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପାଇକନଗରର ୯ମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସମାଜସେବୀ ତଥା ଯଶୋଦା ମା ଫାଉଣ୍ଡେସନର ଅଧ୍ୟକ୍ଷା ଶ୍ରୀମତୀ ନିବେଦିତା ଲେଙ୍କା, ମୁଖ୍ୟ ବ୍ୟକ୍ତା ରୂପେ ଯୁବ ସମାଜସେବୀ ତଥା ସାହିତ୍ୟିକ…

ବିଶ୍ୱ ପାଳୁଛି ପ୍ରେସ ସ୍ୱାଧୀନତା ଦିବସ

ସାମ୍ବାଦିକତାକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ କୁହାଯାଏ ! ଏହା ଏକ ବିପଦପୂର୍ଣ୍ଣ କାମ ! କାରଣ ଅନେକ ସମୟରେ ସାମ୍ବାଦିକ ମାନେ ଆକ୍ରୋଶ ଓ ଆକ୍ରମଣର ଶିକାର ହୁଅନ୍ତି ! ଏହାର ଅନେକ ଉଦାହରଣ ମଧ୍ୟ ସମଗ୍ର ବିଶ୍ୱରେ ରହିଛି !…