Thu. Oct 15th, 2026

Month: May 2023

ଭୁଶୁଡିଲା ବ୍ରିଜ୍ : ଇଚ୍ଛାପୁର ଓ ପାତ୍ରପୁରକୁ ଯାତାୟାତ ଠପ୍

ଶବ୍ଦ ଓଡିଶା ବ୍ୟୁରୋ: ଭୁଶୁଡ଼ିଲା ବ୍ରିଟିଶ ଅମଳର ବ୍ରିଜ୍ । ଆନ୍ଧ୍ରପ୍ରଦେଶର ଇଚ୍ଛାପୁର ମଣ୍ଡଳ ଲୁଦୂପୁଟି ପଞ୍ଚାୟତର ୧୯୨୬ ମସିହାର ଏହି ବ୍ରିଜ୍ ଭୁଶୁଡ଼ି ପଡ଼ିଛି । ଏହି ବ୍ରିଜ୍ ଦ୍ୱାରା ଗଞ୍ଜାମ ଜିଲ୍ଲାର ପାତ୍ରପୁର ଓ ଆନ୍ଧ୍ରପ୍ରଦେଶକୁ ଯୋଗାଯୋଗ ହେଉଥିଲା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ଏଫସି ଖେଳାଳି

ଶବ୍ଦ ଓଡିଶା ବ୍ୟୁରୋ: ସୁପର କପ୍ ଜିତିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶା ଏଫସି ଖେଳାଳି । କେରଳରେ ଖେଳାଯାଇଥିବା ଏହି ଟୁର୍ଣ୍ଣାମେଣ୍ଟରେ ୧୬ଟି ଟିମ୍ ଭାଗ ନେଇଥିଲେ । ଓଡ଼ିଶା ଏଫସି ଏହି ଟୁର୍ଣ୍ଣାମେଣ୍ଟରେ ପ୍ରଥମ ଥର ପାଇଁ ଭାଗ…

ମହାନଦୀ ଟ୍ରିବ୍ୟୁନାଲର ଦୁଇଟି ପର୍ଯ୍ୟାୟରେ ଓଡ଼ିଶା‌ ଗସ୍ତ

ଶବ୍ଦ ଓଡିଶା ବ୍ୟୁରୋ: ଆସନ୍ତାକାଲି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ଛତିଶଗଡ଼ରେ ମହାନଦୀ ଅବବ‌ହିକାର ଦ୍ବିତୀୟ ପର୍ଯ୍ୟାୟ କ୍ଷେତ୍ର ପରିଦର୍ଶନ ‌ଶେଷ ହେବ। ‌ଏହାପରେ ଟ୍ରିବ୍ୟୁନାଲ ଓଡ଼ିଶାରେ ମହାନଦୀ ଅବବାହିକା ଅଞ୍ଚଳକୁ ଦୁଇଟି ପର୍ଯ୍ୟାୟରେ ଗସ୍ତକରିବେ। କାର୍ଯ୍ୟସୂଚୀ ଅନୁସାରେ ପ୍ରଥମ ପର୍ଯ୍ୟାୟ…

ଖଣ୍ଡାଧାର ଜଳପ୍ରପାତରୁ ୧୭ ଘଣ୍ଟା ପରେ ଠାବ ହେଲା ମୃତଦେହ

ଶବ୍ଦ ଓଡିଶା ବ୍ୟୁରୋ: ଖଣ୍ଡାଧାର ଜଳପ୍ରପାତରୁ ଖସି ପଡ଼ି ନିଖୋଜ ହୋଇଯାଇଥିବା ଯୁବକଙ୍କ ମୃତଦେହ ମିଳିଛି। ୧୭ ଘଣ୍ଟାର ଆକ୍ରାନ୍ତ ପରିଶ୍ରମ ପରେ ଓଡ୍ରାଫ ଟିମ ଯୁବକଙ୍କ ମୃତଦେହକୁ ଉପରଖଣ୍ଡାଧାରରେ ଠାବ କରିଛି। ମୃତ ଯୁବକ ଜଣଙ୍କ ହେଲେ ଲୋପା ମୁଣ୍ଡା।।…

‘ଦ କେରଳ ଷ୍ଟୋରି’କୁ ନେଇ ବଢ଼ୁଛି ବିବାଦ

ଶବ୍ଦ ଓଡିଶା ବ୍ୟୁରୋ: ‘ଦ କେରଳ ଷ୍ଟୋରି’ ଏକ ବିବାଦୀୟ ଚଳଚ୍ଚିତ୍ର। ମହିଳାଙ୍କ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ର ପ୍ରଦର୍ଶନ ହେଲେ ମହିଳାଙ୍କ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇପାରେ। ତେଣୁ ଏଠାରେ ଏହି ଚଳଚ୍ଚିତ୍ରକୁ ପ୍ରଦର୍ଶନ କରିବା ଉଚିତ ନୁହେଁ ବୋଲି…

ନାକ୍ ଗ୍ରେଡରେ ତଳକୁ ଖସିଲା ଉତ୍କଳ ବିଶ୍ୱବିଦ୍ୟାଳୟ

ଶବ୍ଦ ଓଡିଶା ବ୍ୟୁରୋ: ନାକ୍ ଗ୍ରେଡରେ ତଳକୁ ଖସିଲା ଉତ୍କଳ ବିଶ୍ୱବିଦ୍ୟାଳୟ। ୩ .୧୬ ପଏଣ୍ଟ ସ୍କୋର ସହ ରାଜ୍ୟର ଏହି ସର୍ବପୁରାତନ ବିଶ୍ୱବିଦ୍ୟାଳୟ ଏ ପ୍ଲସରୁ ଏ ମାନ୍ୟତାକୁ ଖସିଛି। ଗତ ମାସରେ ନାକ୍ ଭ୍ୟାଲୁଏସନ ଟିମ୍ ସଦସ୍ୟ ବିଶ୍ୱବିଦ୍ୟାଳୟ…

ପୁଣି ସାମ୍ନାକୁ ଆସିଲା କୋହଲି ଓ ଗମ୍ଭୀରଙ୍କ ତିକ୍ତ ସମ୍ପର୍କ, ଆଇପିଏଲ ମ୍ୟାଚ୍ ପରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ

ଶବ୍ଦ ଓଡିଶା ବ୍ୟୁରୋ: ବିରାଟ କୋହଲି ଓ ଗୌତମ ଗମ୍ଭୀର । ଭାରତୀୟ କ୍ରିକେଟର ଦୁଇ ବଡ଼ ନାଁ । ହେଲେ ଏମାନଙ୍କ ମଧ୍ୟରେ ତିକ୍ତ ସମ୍ପର୍କ ରହିଥିବାର ଚର୍ଚ୍ଚା ହୋଇଥାଏ । ଏହାର ପୁଣି ଏକ ପ୍ରମାଣ ମିଳିଛି ।…

ଏପ୍ରିଲରେ ୧.୮୭ ଲକ୍ଷ କୋଟି ଟଙ୍କାର ଜିଏସଟି ସଂଗୃହୀତ

ଶବ୍ଦ ଓଡିଶା ବ୍ୟୁରୋ: ଗତ ଏପ୍ରିଲ ମାସରେ ଦେଶରେ ସାମଗ୍ରୀ ଓ ସେବା ଟିକସ ବା ଜିଏସଟି ଆଦାୟରେ ଇତିହାସ ସୃଷ୍ଟି ହୋଇଛି । ଏପ୍ରିଲରେ ଜିଏସଟି ଆଦାୟ ବାର୍ଷିକ ୧୨ ପ୍ରତିଶତ ବୃଦ୍ଧି ପାଇ ୧ ଲକ୍ଷ ୮୭ ହଜାର…

ଆଜି ରାଜ୍ୟର ୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଶବ୍ଦ ଓଡିଶା ବ୍ୟୁରୋ: ଆଜି କାଳବୈଶାଖୀ ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି । ଏହି…

ମାଡ଼ି ଆସୁଛି ବାତ୍ୟା!

ମେ’ ମାସରେ ଓଡିଶା ପାଇଁ ବଢିଛି ବାତ୍ୟାର ଭୟ । ଦକ୍ଷିଣ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଏକ ଲଘୁଚାପ, ଯାହା ଆଗକୁ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଶେଷଜ୍ଞମାନେ ଏବେଠୁ ଇସାରା କରୁଛନ୍ତି । ତେବେ ଏହି ବାତ୍ୟା ଆନ୍ଧ୍ର-ଓଡିଶା…