“ଶ୍ରମିକ ନିର୍ମାଣ ଓ ପ୍ରଗତିର ବିଶ୍ୱକର୍ମା”
ପ୍ରତିଟି ଶ୍ରମିକ ଦେଶର ନିର୍ମାଣ ଓ ପ୍ରଗତିର ଜଣେ ଜଣେ ବିଶ୍ୱକର୍ମା।ସେମାନଙ୍କ ସାମାଜିକ ସୁରକ୍ଷା ଓ ସହାୟତା ପ୍ରତି ସରକାର ବଦ୍ଧପରିକର ବୋଲି କହିଛନ୍ତି ଜିଲ୍ଲା ପରିଷଦ ସଭାପତି ସ୍ୱପ୍ନାରାଣୀ ସ୍ୱାଇଁ।ଆଜି ପୂର୍ବାହ୍ନରେ ସଂସ୍କୃତି ଭବନ ଠାରେ ଜିଲ୍ଲା ଶ୍ରମ ବିଭାଗ…