Thu. Oct 15th, 2026

Month: June 2023

ଜୁନ ୬ ପର୍ଯ୍ୟନ୍ତ ବଢିଲା ପଛୁଆ ବର୍ଗଙ୍କ ସର୍ଭେ ଅବଧି

ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ ତରଫରୁ ପଛୁଆବର୍ଗ ଲୋକଙ୍କ ନିମନ୍ତେ ସର୍ଭେ ଅବଧି ଚଳିତ ମାସ ଜୁନ ୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଜିଲ୍ଲାପାଳ ରାୟଗଡ଼ା ଶ୍ରୀମତୀ ସ୍ୱାଧାଦେବ ସିଂ ୩୦ ତାରିଖ ଦିନ ଭିଡିଓ କନଫରେନ୍ସ ମାଧ୍ୟମରେ…

୩ ଦିନ ମଧ୍ୟରେ ମୌସୁମୀ କେରଳ ଛୁଇଁବା ନେଇ ପୂର୍ବାନୁମାନ

ଶବ୍ଦ ଓଡିଶା ବ୍ୟୁରୋ: ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ୫ ତାରିଖ ପୂର୍ବରୁ କେରଳ ଛୁଇଁବ ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଭାରତ ଉପଦ୍ୱୀପ ଆଡକୁ ଅଗ୍ରସର ହେଉଛି । ଏବେ ମୌସୁମୀ ଦକ୍ଷିଣ ଆରବ ସାଗରର କିଛି…

ଭକ୍ତ ନିବାସକୁ ଆସୁଥିବା ଭକ୍ତଙ୍କୁ ସ୍ଵତନ୍ତ୍ର ଅନୁଭୂତି ପ୍ରଦାନ ପାଇଁ ପ୍ରୟାସ

ଶବ୍ଦ ଓଡିଶା ବ୍ୟୁରୋ: ଶ୍ରୀମନ୍ଦିର ପ୍ରଶାସନର ସମସ୍ତ ଭକ୍ତ ନିବାସକୁ ଆସୁଥିବା ଅତିଥି/ଭକ୍ତଙ୍କୁ ଏକ ସ୍ଵତନ୍ତ୍ର ଅନୁଭୂତି ପ୍ରଦାନ ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏଣିକି ଭକ୍ତ ନିବାସକୁ ରହିବା ପାଇଁ ଆସୁଥିବା ଭକ୍ତଙ୍କୁ ଫୁଲ ଚନ୍ଦନ ସହ ସ୍ବାଗତ…

ବୁଡ଼ିଯାଇଥିବା ୩ ଯୁବକଙ୍କୁ ଉଦ୍ଧାର କଲେ ବିଧାୟକ

ଶବ୍ଦ ଓଡିଶା ବ୍ୟୁରୋ: ଜନତାଙ୍କ ପାଇଁ ଜୀବନକୁ ଲଗାଇଦେଲେ ବାଜି । ସମୁଦ୍ରରେ ବୁଡ଼ିଯାଇଥିବା ୩ ଯୁବକଙ୍କୁ ଉଦ୍ଧାର କଲେ ଗୁଜୁରାଟର ବିଧାୟକ । ବୁଧବାର ଦିନ ଚାରିଜଣ ଯୁବକ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ସମୟରେ ସମୁଦ୍ରର ଲହଡ଼ି…

ଆଜି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପ୍ରକାଶ ପାଇବ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇର ପରୀକ୍ଷା ଫଳ । ପୂର୍ବାହ୍ନ ୧୧ଟାରେ ଏହି ଫଳ ପ୍ରକାଶ ପାଇବ । ଛାତ୍ରଛାତ୍ରୀମାନେ ‘ଓଜେଇଇ’ର ୱେବସାଇଟରୁ ଏହି ଫଳାଫଳ ଜାଣିପାରିବେ । ରାଜ୍ୟରେ…

ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବଙ୍କ ପୁରୀ ଜିଲ୍ଲା ଗସ୍ତ ଓ ସମୀକ୍ଷା

ବାଣିଜ୍ୟ ଓ ପରିବହନ, ଦକ୍ଷତା ବିକାଶ ବିଭାଗର ପ୍ରମୁଖ ସଚିବ ତଥା ପୁରୀ ଜିଲ୍ଲା ଉନ୍ନୟନ କାର୍ଯ୍ୟ ତଦାରଖ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀ ଶ୍ରୀମତୀ ଉଷା ପାଢ଼ୀ ଆଜି ପୁରୀ ଜିଲ୍ଲା ଗସ୍ତ କରିବା ସହ ବିଭିନ୍ନ କାର୍ଯ୍ୟ ର…

ମିଳିତ ଅମଲା ମଞ୍ଚର ଶୋଭାଯାତ୍ରା ଓ ଧାରଣା, ସରକାରୀ କାର୍ଯ୍ୟ ଠପ

କୋରାପୁଟ ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ୩୫ ବିଭାଗ ର ଅମଲା ମାନେ ସେମାନଙ୍କ ଏକମାତ୍ର ଦାବି କନିଷ୍ଠ ସହାୟକ ମାନଙ୍କ ପ୍ରବେଶିକା ଦରମା ହାର ୪୨୦୦/- ଗ୍ରେଡ ପେ ପ୍ରଦାନ କରିବା ନିମନ୍ତେ ଦିର୍ଘ ୬ ବର୍ଷ ଅତିକ୍ରମ ହୋଇ ଯାଇଥିଲେ…

ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟଙ୍କ ବିଭିନ୍ନ ଠିକଣାରେ ଆଇଟି ରେଡ୍

ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ବିଭିନ୍ନ ଠିକଣାରେ ଆଇଟି ରେଡ୍ । ଟ୍ୟାକ୍ଟ ଫାଙ୍କିବା ଅଭିଯୋଗରେ ଆୟକର ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଏକ କାଳୀନ ଏହି ରେଡ୍ କରାଯାଉଛି । ଆଜି ସକାଳୁ ଯୋଡ଼ା ସାଇ ମନ୍ଦିର ନିକଟସ୍ଥ…

ମଣିପୁରରେ ଫେରୁଛି ଶାନ୍ତି!

ଅଶାନ୍ତ ହୋଇପଡିଥିଲା ମଣିପୁର । ମାସାଧିକ ସମୟ ପରେ ବି ଏଥିରେ ରୋକ ଲାଗୁ ନଥିଲା । ଏଭଳି ପରିସ୍ଥିତିରେ ରାଜ୍ୟରେ ପହଂଚିଥିଲେ ଗୃହମନ୍ତ୍ରୀ ଅମିତ ଶାହ । ଏହାରି ସହ ଚର୍ଚ୍ଚା ହେଉଛି ଯେ ହିଂସାର ନିଆଁ ଜଳିଥିବା ମଣିପୁରରେ…

କମିଲା ଗ୍ୟାସ ଦର

ଦେଶରେ କମିଲା କମର୍ସିଆଲ ଗ୍ୟାସ ଦର । ଦିଲ୍ଲୀରେ ୮୩ ଟଙ୍କା ୫୦ ପଇସା ଶସ୍ତା ହେଲା ଗ୍ୟାସ । ଗତ ମେ’ରେ ୧୭୨ ଟଙ୍କା ଶସ୍ତା ହୋଇଥିଲା । ଦିଲ୍ଲୀରେ କମର୍ସିଆଲ ଗ୍ୟାସର ଦର ୮୩.୫ ଟଙ୍କା ହ୍ରାସ ପାଇଛି…