Wed. Oct 14th, 2026

Month: June 2023

ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍, ୫ମୃତ

ଶବ୍ଦ ଓଡିଶା ବ୍ୟୁରୋ: ବରଯାତ୍ରୀଙ୍କ ଉପରେ ଚଢିଗଲା ଟ୍ରକ୍ । ଏହି ଦୁର୍ଘଟଣାରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ଜଣ ଗୁରୁତର ଅଛନ୍ତି । କନ୍ୟାଘର ସାମ୍ନାରେ ନାଚୁଥିବା ବେଳେ ଚଢିଗଲା ଟ୍ରକ୍ । ୯ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ପ୍ରଭୁ ଶ୍ରୀବଳଭଦ୍ରଙ୍କ ପହଣ୍ଡି: ଝୁଲିଝୁଲି ଆସିଲେ ଭାଇ ବଳରାମ

ଶବ୍ଦ ଓଡିଶା ବ୍ୟୁରୋ: ପବିତ୍ର ବାହୁଡ଼ା ଯାତ୍ରା । ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡିପରେ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ…

“ନିଶା ମୁକ୍ତି ଭାରତ” ଗଠନ ବାର୍ତ୍ତା ଦେଲେ ଏନସିସି କ୍ୟାଡେଟ

ପୂର୍ବାହ୍ନରେ ଭାରତ ସରକାରଙ୍କ ଗୃହ ମନ୍ତ୍ରାଳୟ ଓ ଭାରତ ଜାତୀୟ ନିଶା ପ୍ରତିଷ୍ଠାନ ନୂଆଦିଲ୍ଲୀର ଆହ୍ୱାନକ୍ରମେ ତଥା ଓଡିଶା ସରକାର ଓ ଏନ୍.ସି.ସି ମହାନିର୍ଦେଶାଳୟ ନୂଆଦିଲ୍ଲୀ ର ସହଯୋଗିତା ରେ ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂଶାସିତ ମହାବିଦ୍ୟାଳୟ ,ପୁରୀରେ ଆନ୍ତର୍ଜାତୀୟ ନିଶା ସେବନ…

ଅନ୍ତର୍ଜାତୀୟ ନିଶାସେବନ ଓ ଅବୈଧ ନିଶାକାରବାର ନିରୋଧ ଦିବସ ପାଳିତ

ରାୟଗଡା ଜିଲ୍ଲା ସଂସ୍କୃତି ଭବନ ଠାରେ ଆଜି ଅନ୍ତର୍ଜାତୀୟ ନିଶାସେବନ ଓ ଅବୈଧ ନିଶାକାରବାର ନିରୋଧ ଦିବସ ପାଳିତ ହୋଇଯାଇଛି l ଏହି ବୈଠକରେ ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଧର୍ମାନନ୍ଦ ବେହେରା ଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।…

“ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ହୋଇଥିଲା ଦୁର୍ଘଟଣା”

ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବଡ଼ ଦୁର୍ଘଟଣା । ସୂଚନା ଦେଲେ ବ୍ରହ୍ମପୁର ଏସପି ଶ୍ରବଣ ବିବେକ ଏମ । ଦିଗପହଣ୍ଡିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତନାଘନା । ପଚରାଉଚରା ପରେ OSRTC ବସ ଡ୍ରାଇଭର ମାନସ ପ୍ରଧାନଙ୍କୁ ଗିରଫ କରିଛି ପୋଲିସ…

ପୁରୀରେ ୭୫ଗ୍ରାମ ହିରୋଇନ୍ ଜବତ

ପୁରୀ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜଗଦୀଶ ଚନ୍ଦ୍ର ସାମଲଙ୍କ ନିର୍ଦ୍ଦେଶ କ୍ରମେ କରାଯାଇଛି ଚଢ଼ାଉ। ପୁରୀ ଜିଲ୍ଲା ସଦର ରେଞ୍ଜର ନିରୀକ୍ଷକା ଶ୍ରୀମତୀ ମାନସୀ ସାହୁଙ୍କ ନେତୃତ୍ୱରେ ଏକ ଟିମ ସତ୍ୟବାଦୀ ଥାନା ଅଧୀନ ବୀର ଗୋବିନ୍ଦପୁର ସ୍ଥିତ ଦକ୍ଷିଣ…

ଆଡ଼ପ ଦର୍ଶନ ହେଲା ଶେଷ ଦର୍ଶନ

ଆଡ଼ପ ଦର୍ଶନ ହେଲା ଶେଷ ଦର୍ଶନ। ମହାପ୍ରଭୁଙ୍କୁ ଦର୍ଶନ କରି ଫେରିବା ବେଳେ ଭକ୍ତଙ୍କ ମୃତ୍ୟୁ। ମୃତ ଭକ୍ତ ହେଉଛନ୍ତି କାକଟପୁର ଅଞ୍ଚଳର ଲକ୍ଷ୍ମୀଧର ଖୁଣ୍ଟିଆ । ଦର୍ଶନ ସାରି ଫେରିବା ପରେ ଅସୁସ୍ଥ ହୋଇ ପଡ଼ିଥିଲେ ଭକ୍ତ। ଗୁରୁତର ଅବସ୍ଥାରେ…

ଅଡ଼ୁଆରେ 5T ସଚିବ

5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ଅଡ଼ୁଆ ବଢିଲା। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟକୁ କେନ୍ଦ୍ର ଦେଲା ନିର୍ଦେଶ । ଗତ କିଛି ଦିନ ହେବ 5T ସଚିବ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବଙ୍କ ରାଜ୍ୟ ଭ୍ରମଣ…

ଚାକିରିରୁ ବିଦା ହେଲେ କୁବେର ଉପଜିଲ୍ଲାପାଳ

ନବରଙ୍ଗପୁରର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ୨ ଦିନ ପୂର୍ବେ ପ୍ରଶାନ୍ତଙ୍କୁ ଭିଜିଲାନ୍ସ ଗିରଫ କରିଥିଲା। ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ପରେ ସେ ଗିରଫ ହୋଇଥିଲେ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଶବ୍ଦ ଓଡିଶା ବ୍ୟୁରୋ: ଭୁବନେଶ୍ୱରରେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସେ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ମୃତ ମହିଳାଙ୍କ ନାଁ ଜେ.କେ ମିଲନ୍ ବୋଲି ଜଣାପଡିଛି । ତାଙ୍କ ବୟସ ପାଖାପାଖି ୪୦…