୫ଟି ସ୍ଥାନରେ ଆରମ୍ଭ ହେବ ବନ୍ଦେ ଭାରତ ଟ୍ରେନ୍ ସେବା
ଶବ୍ଦ ଓଡିଶା ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯାଇ ରାଣୀ କମଳାପତି ରେଳଷ୍ଟେସନରେ ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିବେ । ଏହି ପାଞ୍ଚଟି ବନ୍ଦେ ଭାରତ ଟ୍ରେନ ହେଲା-ଭୋପାଳ(ରାଣୀ କମଳାପତି)-ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ, ଭୋପାଳ…