ଦୁଇ ଟ୍ରେନ ମଧ୍ୟରେ ପୁଣି ଧକ୍କା, ୧୨ ବଗି ଲାଇନଚ୍ୟୁତ
ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମବଙ୍ଗର ବାଙ୍କୁରାରେ ପୁଣି ଦୁଇଟି ମାଲବାହୀ ଟ୍ରେନ ମଧ୍ୟରେ ଦୁର୍ଘଟଣା ଘଟିଛି। ରବିବାର ଭୋର ୪ଟାରେ ଦୁର୍ଘଟଣା ଘଟିଥିବା ବେଳେ ମାଲବାହୀ ଟ୍ରେନର ୧୨ଟି ବଗି ଲାଇନଚ୍ୟୁତ ହୋଇଯାଇଛି। ଦୁର୍ଘଟଣାଗ୍ରସ୍ତ ଦୁଇଟି ମାଲବାହୀ ଟ୍ରେନ ମଧ୍ୟରୁ ଗୋଟିଏ…