ମାଟ୍ରିକ ସପ୍ଲିମେଣ୍ଟାରୀ: ସକାଳ ୯ଟାରୁ ପ୍ରଥମ ସିଟିଂ ଓ ଅପରାହ୍ଣ ଗୋଟାଏରୁ ଦ୍ୱିତୀୟ ସିଟିଂ
ଶବ୍ଦ ଓଡିଶା ବ୍ୟୁରୋ: ଆଜିଠୁ ଆରମ୍ଭ ମାଟ୍ରିକ ସପ୍ଲିମେଣ୍ଟାରୀ । ସକାଳ ୯ଟାରୁ ୧୧ଟା ମାଟ୍ରିକ୍ ସପ୍ଲିମେଣ୍ଟାରି ଓ ତାପରେ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଅନୁଷ୍ଠିତ ହେଉଛି । ଏହା ଜୁଲାଇ ୩ତାରିଖରୁ ଜୁଲାଇ ୮ତାରିଖ ପର୍ଯ୍ୟନ୍ତ ରାଜ୍ୟର ୮୦ଟି…