ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା, କାଲିଠୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷିବ
ଶବ୍ଦ ଓଡିଶା ବ୍ୟୁରୋ: ଆସୁଛି ଲଘୁଚାପ, ଆସନ୍ତାକାଲିଠୁ ଆରମ୍ଭ ହେବ ବର୍ଷା । ଆସନ୍ତା ୪ ତାରିଖରୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭବନା ରହିଛି । ଏହି ଲଘୁଚାପ ଦକ୍ଷିଣ ଓଡ଼ିଶା ଓ ଉତର ଓଡ଼ିଶା ଉପକୂଳରେ…