Wed. Oct 14th, 2026

Month: July 2023

ଚାଟୁଆରେ ଆନ୍ଧ୍ର-ଓଡ଼ିଶା ସୀମା ବିବାଦ ବୈଠକ ବିଫଳ, ଆଲୋଚନାକୁ ଖାଲି ହାତରେ ଆସିଲେ ଆନ୍ଧ୍ର ଅଧିକାରୀ।

ଶବ୍ଦ ଓଡିଶା ବ୍ୟୁରୋ: କୋରାପୁଟ ନନ୍ଦପଡା ବ୍ଲକର ରାଇପାହାଡ ସୀମା ବିବାଦକୁ ନେଇ ଓଡ଼ିଶା- ଆନ୍ଧ୍ରର ଅଧିକାରୀଙ୍କ ମଧ୍ୟରେ ପୁଣି ବସିଥିଲା ବୈଠକ । ସୀମାନ୍ତ ଚାଟୁଆ ଗାଁରେ ଆରମ୍ଭ ହୋଇଥିବା ଦ୍ୱିତୀୟ ବୈଠକରେ ବି ପଛଘୁଂଚା ଦେଲେ ଆନ୍ଧ୍ର ଅଧିକାରୀ…

ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁରରେ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ। ନିଖୋଜ ଯୁବକ ହେଲେ ସମୀରଣ ପ୍ରଧାନ। ତାଙ୍କ ଘର ନାକଟିଦେଉଳ ବ୍ଲକ ଅନ୍ତର୍ଗତ ପାଟୁଳିଢିପ ଗାଁରେ ବୋଲି ସୂଚନା ମିଳିଛି। ସମୀରଣ ସମ୍ବଲପୁରରେ ଏକ ଘରୋଇ ଶିଳ୍ପ ସଂସ୍ଥାରେ…

ନବରଙ୍ଗପୁରରେ ପୋଖରୀରୁ ଉଦ୍ଧାର ହେଲା କୁମ୍ଭୀର

ଶବ୍ଦ ଓଡିଶା ବ୍ୟୁରୋ: ପୋଖରୀରୁ ଉଦ୍ଧାର ହେଲା କୁମ୍ଭୀର। ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଶୁକିଗାଁସ୍ଥିତ ଜଣେ ବ୍ୟକ୍ତିଙ୍କ ଫାର୍ମ ହାଉସରେ ଥିବା ଏକ ପୋଖରୀରୁ କୁମ୍ଭୀର ଉଦ୍ଧାର ହୋଇଛି । ଉଦ୍ଧାର ହେବା ପରେ ଗ୍ରାମବାସୀ ବନ ବିଭାଗକୁ ଖବର…

ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତର ଶେଷ ଦିନ: ତମାଣ୍ଡୋ ବ୍ରହ୍ମାକୁମାରୀ ସେଣ୍ଟରର କରିବେ ଶିଳାନ୍ୟାସ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ତଥା ଶେଷ ଦିନ । ୧୦ଟା ୩୫ରେ ରାଜଭବନରୁ ତମାଣ୍ଡୋ ଅଭିମୁଖେ ବାହାରିବେ ରାଷ୍ଟ୍ରପତି । ବ୍ରହ୍ମାକୁମାରୀ ପକ୍ଷରୁ ତମାଣ୍ଡୋ ସ୍ଥିତ ଦାଶବାଟିଆରେ ଡିଭାଇନ୍ ଲାଇଟ୍ ହାଉସ୍ର…

୫ ଦିନ ଲାଗି ରହିବ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ପଶ୍ଚିମ କେନ୍ଦ୍ରୀୟ ଓ ଉତର ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ସୁଦୃଶ ଲଘୁଚାପ । ୫ ଦିନ ଧରି ଲାଗି ରହିବ ବର୍ଷା । ଆଜି ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି ଓ କୋରାପୁଟରେ ଅତି ପ୍ରବଳ ବର୍ଷା ହେବା…

ମା’ କଟକ ଚଣ୍ଡୀଙ୍କ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଶବ୍ଦ ଓଡିଶା ବ୍ୟୁରୋ: କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସଡ଼କ ପଥରେ କଟକ ଯିବା ପରେ ଚଣ୍ଡୀ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି ଦ୍ରୌପଦୀ ମୁର୍ମୁ । ମନ୍ଦିରରେ ପାଖାପାଖି ୧୫ ମିନିଟ୍ ରହିଥିଲେ ରାଷ୍ଟ୍ରପତି । ମନ୍ଦିରରୁ ବାହାରିବା…

ରାଜ୍ୟରେ ପ୍ରତି ପଞ୍ଚାୟତକୁ ଇଣ୍ଟରନେଟ ସେବା, ଭିଡିଓ କନଫରେନ୍ସିଂ ରୁମ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ

ଶବ୍ଦ ଓଡିଶା ବ୍ୟୁରୋ: ପ୍ରତି ପଞ୍ଚାୟତରେ ଇଣ୍ଟରନେଟ । ଗାଁରୁ ସଚିବାଳୟ, ପଞ୍ଚାୟତ କାର୍ଯ୍ୟାଳୟରୁ ଲୋକସେବା ଭବନ ହେବ ସିଧାସଳଖ ଆଲୋଚନା । ପଞ୍ଚାୟତ ବିକାଶ ନେଇ ମନ୍ତ୍ରୀ, ସଚିବଙ୍କ ସହ ସିଧା କଥା ହେବେ ସରପଞ୍ଚ । ରାଜ୍ୟର ସବୁ…

ନନ୍ଦନକାନନକୁ ଆସିଲେ ନୂଆ ଅତିଥି, ଇଟାନଗରରୁ ଅଣାଯାଇଛି ହୁଲକ୍ ଗିବନ ଓ ଚିତା ବିରାଡ଼ି

ଶବ୍ଦ ଓଡିଶା ବ୍ୟୁରୋ: ୪୦ ବର୍ଷରେ ନନ୍ଦନକାନକୁ ଆସିଛନ୍ତି ହୁଲକ୍ ଗିବନ ଓ ଚିତା ବିରାଡି । ମିଜୋରାମର ଇଟାନଗରରୁ ଏହି ବିରଳ ପ୍ରାଣୀଙ୍କୁ ଅଣାଯାଇଛି । ହୁଲକ୍ ଗିବନ ଓ ଚିତା ବିରାଡିଙ୍କୁ ଅଣିବା ପାଇଁ ବାଘ ସେହିନି ଓ…

ଗଭୀର ଅବପାତର ରୂପ ନେବ ସୃଷ୍ଟ ଲଘୁଚାପ, ପ୍ରଭାବରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା !

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଗଭୀର ଅବପାତର ରୂପ ନେବ । ପଶ୍ଚିମ-କେନ୍ଦ୍ରୀୟ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏହା ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ସରୋଜିନୀ ଦାମୋଦରନ୍ ଫାଉଣ୍ଡେସନ ଦ୍ୱାରା ବିଦ୍ୟାଧନ ଛାତ୍ରବୃତ୍ତି, ଏମିତି କରିପାରିବେ ଅନଲାଇନରେ ଆବେଦନ

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର ଦଶମ ପାସ ଛାତ୍ରଛାତ୍ରୀଙ୍କ ପାଇଁ ଛାତ୍ରବୃତ୍ତି । ସରୋଜିନୀ ଦାମୋଦରନ ଫାଉଣ୍ଡେସନ ଦ୍ୱାରା ବିଦ୍ୟାଧନ ଏକ ପାନ ଇଣ୍ଡିଆ ଉଚ୍ଚଶିକ୍ଷା ବୃତ୍ତି ପ୍ରଦାନ କରାଯିବ । କୁମାରୀ ଶିବୁଲାଲ ଏବଂ ଏସଡି ଶିବୁଲାଲଙ୍କ ଦ୍ବାରା ଏହି…