Thu. Oct 15th, 2026

Month: July 2023

କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକ

ଶବ୍ଦ ଓଡିଶା ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ତଥା କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାନ ଚାଣ୍ଡିଙ୍କ ପରଲୋକ । ୭୯ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି । କିଛି ମାସ ହେବ ସେ ଅସୁସ୍ଥ ଥିଲେ । ବେଙ୍ଗାଲୁରୁର ଏକ…

ଯାଜପୁରରେ ଭୁଶୁଡିଲା ବ୍ରିଜ୍, ଅଳ୍ପକେ ବର୍ତ୍ତିଲା ବସ୍ ଓ ଟ୍ରକ୍

ଶବ୍ଦ ଓଡିଶା ବ୍ୟୁରୋ: ଯାଜପୁର ରସୁଲପୁର ବ୍ଳକ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରରେ ଭୁଶୁଡି ପଡ଼ିଛି ବ୍ରିଜ୍ । ବାଲେଶ୍ୱରରୁ କଟକ ଆସିବା ରୁଟର କୁଆଖିଆ ଛକ ଆଡ଼କୁ ପୋଲର ଶେଷ ପିଲାର ଯୋଡ଼ ନିକଟରୁ ଖସିଯାଇଛି ।…

ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ଚାଲିଛି ବନ୍ଦ ପାଳନ । ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ, କଲେଜ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଛି…

ଯଶୋଦା ମା ଫାଉଣ୍ଡେସନ ପକ୍ଷରୁ ବର୍ଣ୍ଣବୋଧ ପାଠଶାଳାର ପିଲାମାନଙ୍କୁ ଭରତପୁର ଜଙ୍ଗଲ ସଫାରୀ ପରିଭ୍ରମଣ

ଶବ୍ଦ ଓଡିଶା ବ୍ୟୁରୋ: ଯଶୋଦା ମା ଫାଉଣ୍ଡେସନ ତରଫରୁ ସମାଜସେବୀ ନିବେଦିତା ଲେଙ୍କାଙ୍କ ପ୍ରଚେଷ୍ଟାରେ ବର୍ଣ୍ଣବୋଧ ପାଠଶାଳାର ପିଲାମାନଙ୍କୁ ନେଇ ଭରତପୁର ଜଙ୍ଗଲ ସଫାରୀ ପରିଭ୍ରମଣ କରାଯାଇଥିଲା। ବୃକ୍ଷ ହଁ ଜୀବନ,ଗଛ ବଞ୍ଚିଲେ ଜୀବଜଗତ ବଞ୍ଚିବେ। ଗୋଟିଏ ଗଛ କୋଟିଏ ଜୀବନ।…

ଚିତାଲାଗି ଅମାବାସ୍ୟା,୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରେ ହେବ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ମହାପ୍ରଭୁଙ୍କ ଠାରେ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଯିବ।ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ…

କାରକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ

ଶବ୍ଦ ଓଡିଶା ବ୍ୟୁରୋ: ମଧ୍ୟପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ହୋଇଛି । ଜଣେ ଗୁରୁତର ମେଡିକାଲରେ ଚିକିତ୍ସିତ ଅଛନ୍ତି । ସାଗର ଜିଲ୍ଲା ସାନୋଧା ଥାନା ଅଞ୍ଚଳରେ ଏହି…

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ଜାରି ରହିଛି ବର୍ଷା ପାଗ । ପ୍ରବଳ ବର୍ଷାନେଇ ଆଜି ୧୫ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାଗୁଡିକ ହେଉଛି ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା,…

ସ୍ଥାୟୀ-ଅସ୍ଥାୟୀ ବ୍ୟବସାୟୀ ବିବାଦକୁ ନେଇ ମାର୍କେଟ ବିଲ୍ଡିଂ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ମାର୍କେଟ ବିଲ୍ଡିଂ ଆଜିଠୁ ବନ୍ଦ । ଭୁବନେଶ୍ୱର ସବୁଠୁ ଜନଗହଳୀପୂର୍ଣ୍ଣ ମାକେଟ ବିଲ୍ଡିଂ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ । ମାର୍କେଟ ବିଲ୍ଡିଂ ପରିସରରେ ଥିବା ସ୍ଥାୟୀ ଓ ଅସ୍ଥାୟୀ ବିବାଦର…

ଓଡ଼ିଶାର ୪୪% ବିଧାୟକଙ୍କ ନାଁରେ ଅପରାଧିକ ମାମଲା

ଓଡ଼ିଶାର ୬୪ ଜଣ ବିଧାୟକଙ୍କ ବିରୋଧରେ ରହିଛି ଅପରାଧିକ ମାମଲା। ସେମାନଙ୍କ ମଧ୍ୟରୁ ଜଣେ ବିଧାୟକଙ୍କ ନାଁରେ ଦୁଷ୍କର୍ମ ଅଭିଯୋଗ ରହିଛି। ଆସୋସିଏସନ ଫର ଡେମୋକ୍ରେଟିକ ରିଫର୍ମ ବା ଏଡିଆର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ରହିଛି ଏହି ତଥ୍ୟ।ଦେଶର ୨୮ଟି ରାଜ୍ୟ…

ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବା ସହ ସମଲେଇ ପ୍ରକଳ୍ପର ସମୀକ୍ଷା କଲେ ୫-ଟି ସଚିବ

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଗସ୍ତରେ ୫ ଟି ସଚିବ ଭିକେ ପାଣ୍ଡିଆନ୍ । ସମ୍ବଲପୁର ଗସ୍ତର ୨ୟ ଦିନରେ ଆଜି ସକାଳୁ ସମଲେଇ ମନ୍ଦିରରେ ପହଞ୍ଚି ମା’ ସମଲେଇଙ୍କୁ ଦର୍ଶନ କରିଛନ୍ତି । ଏହାସହ ସମଲେଇ ପ୍ରକଳ୍ପର ସମୀକ୍ଷା ମଧ୍ୟ…