ତପ୍ତପାଣି କେନାଲରୁ ମିଳିଲା ନିଖୋଜ ଯୁବତୀଙ୍କ ମୃତଦେହ
ଶବ୍ଦ ଓଡିଶା ବ୍ୟୁରୋ: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଗୋବିନ୍ଦପୁର ପଞ୍ଚାୟତ ତପ୍ତପାଣି ପର୍ଯ୍ୟଟନସ୍ଥଳୀ ନିକଟ କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ସ୍ଥାନୀୟ ଲୋକେ ମାଛ ଧରିବାକୁ ଯାଇଥିବା ବେଳେ ମୃତଦେହ ଦେଖିବାକୁ ପାଇଥିଲେ, ଏହାପରେ ପୋଲିସକୁ…