କୋଲନରା ବ୍ଲକ କଟିକଣା ପଞ୍ଚାୟତରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ବ୍ଦ ଓଡିଶା ବ୍ୟୁରୋ: ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ କୋଲନରା ବ୍ଲକ କଟିକଣା ଗ୍ରାମ ପଞ୍ଚାୟତ ସଦର ମହକୁମା ସ୍ଥିତ ପଞ୍ଚାୟତ ସଭାଗୃହରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ…