ରାୟଗଡାରେ ଚତୁର୍ଥ ଜିଲ୍ଲା ସ୍ତରୀୟ ଓପନ୍ ବ୍ୟାଡମିଣ୍ଟନ ଚାମ୍ପିୟନସିପ ଅନୁଷ୍ଠିତ
ରାୟଗଡା: ରାୟଗଡା ବ୍ୟାଡମିଣ୍ଟନ ଆସୋସିଏସନ ତରଫରୁ ସ୍ଥାନୀୟ ଇଣ୍ଡୋର ଷ୍ଟାଡିୟମ ଠାରେ ଗତ ୧୮ତାରିଖରୁ ୨୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ୪ର୍ଥ ତମ ଜିଲ୍ଲା ସ୍ତରୀୟ ଓପନ ବ୍ୟାଡମିଣ୍ଟନ ଚାମ୍ପିୟନସିପ – ୨୦୨୩ ଆଜି ଉଦଯାପିତ…