Wed. Oct 14th, 2026

Month: September 2023

କନିଷ୍ଠ ଶିକ୍ଷକ ପଦବୀ ପାଇଁ ଆବେଦନ ଆଜିଠୁ

ଶବ୍ଦ ଓଡିଶା ବ୍ୟୁରୋ: ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ପଦବୀ ପାଇଁ ଆବେଦନ ଆଜିଠୁ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ଦୁଇ ଦିନ ତଳେ ବାହାରିଥିଲା ବିଜ୍ଞପ୍ତି । ଓସେପା ୱେବସାଇଟ୍ ଡବ୍ଲୁଡବ୍ଲୁଡବ୍ଲୁ ଓସେପା ଡଟ୍ ଓଡ଼ିଶା ଡଟ୍…

କୋରାପୁଟ ଓ ମାଲକାନଗିରିରେ ଲଗାଣ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: କୋରାପୁଟ ଓ ମାଲକାନଗିରିରେ ଲଗାଣ ବର୍ଷା ଜାରି ରହିଛି । କାଲିମେଳା ଅଞ୍ଚଳର ୩୨୬ ଜାତୀୟ ରାଜପଥ ଏମଭି-୯୦ ଓ ଏମଭି-୯୬ ପୋଲ ଉପରେ ବନ୍ୟା ପାଣି ଚାଲୁଥିବାରୁ ମାଲକାନଗିରିରୁ ଆନ୍ଧ୍ର ଓ ତେଲେଙ୍ଗାନାକୁ ଯାତାୟତ ଠପ୍…

ପ୍ରବଳ ବର୍ଷା ସମ୍ଭାବନା; ୮ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଶବ୍ଦ ଓଡିଶା ବ୍ୟୁରୋ: କେନ୍ଦୀୟ ବଙ୍ଗୋପସାଗର ପାଶ୍ୱବର୍ତ୍ତୀ, ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଆଜି ଉତ୍ତରପଶ୍ଚିମ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାରି ପ୍ରଭାବରେ ଆସନ୍ତା…

ସମ୍ବଲପୁରରେ ମହାନଦୀକୁ ଡେଇଁ ଜଣେ ନିଖୋଜ

ଶବ୍ଦ ଓଡିଶା ବ୍ୟୁରୋ: ସମ୍ବଲପୁର ଚାଉଁରପୁର ବ୍ରିଜ ଉପରୁ ଡେଇଁ ବ୍ୟକ୍ତି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ । ବ୍ରିଜ ଉପରେ ସ୍କୁଟି ରଖି ନଦୀକୁ ଡେଇଁ ପଡ଼ିଛନ୍ତି ବ୍ୟକ୍ତିଜଣଙ୍କ । ଖବର ପାଇ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବାହିନୀ…

ପୁରୀ ଜିଲ୍ଲା ଯୋଜନା କମିଟି ବୈଠକ ଅନୁଷ୍ଠିତ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ଜିଲ୍ଲାର ବିକାଶ ଓ ଉନ୍ନତି ପାଇଁ ଅନେକ ବ୍ୟବସ୍ଥା କରାଯାଇଛି । ଏହାକୁ ଆଗକୁ ନେବା ଓ ନୂତନ ଯୋଜନାକୁ କାର୍ଯ୍ୟକାରୀ କରିବାରେ ଜିଲ୍ଲା ଯୋଜନା କମିଟିର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ପୁରୀ ଜିଲ୍ଲା…

ଟ୍ରାନସଜେଣ୍ଡରଙ୍କ ଥଇଥାନ ପାଇଁ ପୁରୀ ଜିଲ୍ଲା ପ୍ରଶାସନର ପ୍ରୟାସ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀ ଜିଲ୍ଲାରେ ଥିବା ଟ୍ରାନସଜେଣ୍ଡରମାନଙ୍କ ଥଇଥାନ କରି ତାଙ୍କୁ ସମାଜର ମୁଖ୍ୟ ସ୍ରୋତକୁ ଫେରାଇ ଆଣିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ତରଫରୁ ପ୍ରୟାସ ଆରମ୍ଭ କରାଯାଇଛି। ଏହି କ୍ରମରେ ଟ୍ରାନସଜେଣ୍ଡର ମାନଙ୍କ ପାଇଁ ଏକ ତାଲିମ…

ମେଡିକାଲରେ ନାବାଳକ ମୃତ୍ୟୁକୁ ନେଇ ଉତ୍ତେଜନା

ଶବ୍ଦ ଓଡିଶା ବ୍ୟୁରୋ: ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରେ ନାବାଳକର ମୃତ୍ୟୁ ଅଭିଯୋଗ । ଏହାର ପ୍ରତିବାଦରେ ଟାୟାର ଜାଳି ରାଞ୍ଚି-ବିଜୟୱାଡା ଜାତୀୟ ରାଜପଥ ଅବରୋଧ କଲ ଉତ୍ୟକ୍ତ ଗ୍ରାମବାସୀ । ଫଳରେ ସେହି ରାସ୍ତାରେ ଯାତାୟତ ପ୍ରଭାବିତ…

ବାଲେଶ୍ୱରରେ ଫୁଟିଲା ଗୁଳି

ଶବ୍ଦ ଓଡିଶା ବ୍ୟୁରୋ: ବାଲେଶ୍ଵର ସହରର ଶୋଭାରମପୁରରେ ଜଣେ ଯୁବକକୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଆହତ ଯୁବକଙ୍କ ନାଁ ବିନୟ କୁମାର। ଶୋଭାରମପୁରର ଅନ୍ଧାରୀ ମଙ୍ଗଳା ଠାକୁରାଣୀ ଗଳିରେ ଯାଉଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିଲା। ଗୁଳି ବିନୟଙ୍କ ଡାହାଣ…

ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା; ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଶବ୍ଦ ଓଡିଶା ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ପାଇଁ ରାଜ୍ୟର…

ଭାରତ-ପାକିସ୍ତାନ ମୁକାବିଲା: ପୁଣି ବ୍ୟାଟିଂ କରିବେ କୋହଲି ଓ କେଏଲ ରାହୁଲ

ଶବ୍ଦ ଓଡିଶା ବ୍ୟୁରୋ: ଏସିଆ କପର ହାଇଭୋଲଟେଜ୍ ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିଛି ବର୍ଷା । ଟୁର୍ଣ୍ଣାମେଣ୍ଟରେ ଦ୍ୱିତୀୟ ଥର ପାଇଁ ଦୁଇ ଟିମ ମୁହାଁମୁହିଁ ହୋଇଥିଲେ । କିନ୍ତୁ ପ୍ରଥମ ମ୍ୟାଚ ଭଳି ଗତକାଲି ଖେଳାଯାଇଥିବା ମ୍ୟାଚ ବର୍ଷା ଯୋଗୁଁ…