Thu. Oct 15th, 2026

Month: September 2023

ଶୁକ୍ରବାର ପ୍ରବଳ ବର୍ଷିବ! ପୁଣି ଫେରିବ ବର୍ଷା

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପ୍ରଭାବ କମିବ। ତେବେ ୧୨ ତାରିଖଠାରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏନେଇ…

ଆଜିଠାରୁ ସାମୂହିକ ଛୁଟିରେ ଯିବେ ପ୍ରାଥମିକ ଶିକ୍ଷକ

ଶବ୍ଦ ଓଡିଶା ବ୍ୟୁରୋ: ୧ ଲକ୍ଷ ୩୦ହଜାର ପ୍ରାଥମିକ ଶିକ୍ଷକ ଆଜିଠାରୁ ସାମୂହିକ ଛୁଟିରେ ଯିବେ । ରାଜ୍ୟର ୩୧୪ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେବେ ଶିକ୍ଷକ ଶିକ୍ଷୟିତ୍ରୀ। ଠିକା ବ୍ୟବସ୍ଥା ଉଚ୍ଛେଦ, କେନ୍ଦ୍ରୀୟ ହାରରେ ବେତନ…

ପରିବହନ ଗାଡ଼ିରେ ଅକ୍ଟୋବର ୧ରୁ ଟ୍ରାକିଂ ବାଧ୍ୟତାମୂଳକ

ଶବ୍ଦ ଓଡିଶା ବ୍ୟୁରୋ: ପରିବହନ ସେବା ଯୋଗାଉଥିବା ଗାଡ଼ିରେ ଭେହିକିଲ୍ ଲୋକସନ୍ ଟ୍ରାକିଂ ଡିଭାଇସ୍ ଓ ପ୍ୟାନିକ ବଟନ ନଥିଲେ ଆସନ୍ତା ମାସ ପହିଲାରୁ ହେବନି ପଞ୍ଜିକରଣ । ସେପ୍ଟେମ୍ବର ୩୦ ପୂର୍ବରୁ ପଞ୍ଜିକୃତ ହୋଇଥିବା ଗାଡ଼ିରେ ଚଳିତ ବର୍ଷ ଶେଷ…

ସୁବର୍ଣ୍ଣପୁରରେ ଯାତ୍ରା ଆଢୁଆଳରେ ଚାଲିଛି ଜୁଆଖେଳ, ପୁଲିସର ନାକତଳେ ବେଆଇନ କାମ

ଶବ୍ଦ ଓଡିଶା ବ୍ୟୁରୋ: ଯାନିଯାତ୍ରା ଆଳରେ ଖୁଲମଖୁଲା ଚାଲିଛି ଜୁଆ ଖେଳ । ହଜାର ହଜାର ଲୋକଙ୍କ ଭିଡ଼ରେ ଖୋଲା ଖୋଲି ଖେଳିଯାଇଛି ଘୁଡ଼ୁଘୁଡି ପଟି । ୫୦ ମାରିଲେ ୫୦୦ ତ କିଏ ୫ ହଜାର ମାରି ହାରି ଯାଇ…

ବୌଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ଠାରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ବୌଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ଠାରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ପରମ୍ପରା ଅନୁସାରେ ବୌଦ୍ଧର ଅଧିଷ୍ଠାତ୍ରୀ ଦେବୀ ମା’ ଭୈରବୀଙ୍କ ନବାନ୍ନ ଲଗ୍ନ ଧାର୍ଯ୍ୟ କରାଯାଇଛି । ସେପ୍ଟେମ୍ବର ମାସ…

“ଭାରତ ଜୋଡ ଯାତ୍ରା” ର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ କାର୍ଯ୍ୟକର୍ତ୍ତା ସମ୍ମିଳନୀ

“ଭାରତ ଜୋଡ ଯାତ୍ରା” ର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ବୌଦ୍ଧ ଜିଲ୍ଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଏକ କାର୍ଯ୍ୟ କର୍ତ୍ତା ସମ୍ମିଳନୀର ଆୟୋଜନ କରାଯାଇଥିଲା । ରାହୁଲ ଗାନ୍ଧୀଙ୍କ ନେତୃତ୍ଵ ରେ ଅନୁଷ୍ଠିତ ହୋଇଥିବା କନ୍ୟାକୁମାରୀ ଠାରୁ କାଶ୍ମୀର ପର୍ଯ୍ୟନ୍ତ…

ସ୍ୱର୍ଗତ ବସନ୍ତ ବିଶ୍ୱାଳଙ୍କ ଶ୍ରାଦ୍ଧୋତ୍ସବ.

ଆଜି ବସନ୍ତ କୁମାର ବିଶ୍ୱାଳ ସ୍ମୃତି କମିଟି ତିର୍ତ୍ତୋଲ ପକ୍ଷରୁ ବୀଣାପାଣି ମଣ୍ଡପ ରେ ସ୍ୱର୍ଗତ ବସନ୍ତ କୁମାର ବିଶ୍ୱାଳ ଙ୍କ ୨୦ ତମ ଶ୍ରାଦ୍ଧୋତ୍ସବ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ…

ସୁବର୍ଣ୍ଣପୁର ଗଡଜାତ ସହ ପଂଚରା ଅଂଚଳ ପାଇଁ ନୂଆଁଖାଇ ଲଗ୍ନ ସ୍ଥିର

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଏବେ ଜୋରଦାରିଆ ସଜବାଜ ଚାଲିଛି । ସୁବର୍ଣ୍ଣପୁର ଗଡଜାତ ସହ ପଂଚରା ଅଂଚଳ ପାଇଁ ଏବର୍ଷ ପଣ୍ଡିତ ମହାସଭା ଜଗନ୍ନାଥ ମନ୍ଦିର ମୁକ୍ତି ମଣ୍ଡପରେ ବସି ଆଗାମୀ ନୂଆଁଖାଇ ଲଗ୍ନ ସ୍ଥିର କରିଛନ୍ତି ପଣ୍ଡିତ…

ମହିଳାଙ୍କୁ ବ୍ଲାକମେଲିଂ କରି ଟଙ୍କା ମାଗିବା ଅଭିଯୋଗରେ ଜଣକୁ ଗିରଫ କଲା ସୋନପୁର ପୋଲିସ

ସୁବର୍ଣ୍ଣପୁର ସହରର ବଡବଜାର ଅଞ୍ଚଳର ଜଣେ ବିବାହିତ ମହିଳାଙ୍କୁ ବ୍ଲାକମେଲିଂ କରି ଟଙ୍କା ମାଗିବା ଅଭିଯୋଗରେ ଜଣକୁ ଗିରଫ କଲା ସୋନପୁର ପୋଲିସ । ଅଶ୍ଳିଳ ଭିଡ଼ିଓ ମାଧ୍ୟମରେ ବ୍ଲାକମେଳିଂ କରି ପ୍ରାୟ ୩ ଲକ୍ଷ ୭୮ ହଜାର ଶହେ ଟଙ୍କା…

ମୁଁ ବି ହେବି ମିତା ଅଭିଯାନର ଶୁଭାରମ୍ଭ

ରାୟଗଡ:-ତା ୭/୦୯-ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ କାର୍ଯ୍ୟକ୍ରମ ଅନ୍ତର୍ଗତ “ମୁଁ ବି ମିତା ଅଭିଯାନ “ରାୟଗଡ ଜିଲ୍ଲାର ଆରମ୍ଭ ହୋଇଛି।ବୁଧବାର ରାୟଗଡ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ…