Thu. Oct 15th, 2026

Month: September 2023

ପୋଖରୀରେ ବୁଡ଼ି ୨ଶିଶୁ ମୃତ

ଶବ୍ଦ ଓଡିଶା ବ୍ୟୁରୋ : ପୋଖରୀରେ ବୁଡ଼ି ଦୁଇ ଶିଶୁଙ୍କ ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଗୁମିକିଆ ରାଣୀପଦର ଗାଁରେ। ମୃତ ଶିଶୁ ଦ୍ୱୟ ହେଲେ ରାଣୀପଦର ଗାଁର ପିତସ ପ୍ରଧାନ ଓ…

ଏସିଆ କପ: ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ

ଶବ୍ଦ ଓଡିଶା ବ୍ୟୁରୋ : ଏସିଆ କପର ଆଜି ମହାମୁକାବିଲା, ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ । ହାଇଭୋଲଟେଜ ମ୍ୟାଚ ଦେଖିବାକୁ ଉଭୟ ଦେଶର କ୍ରିକେଟ ପ୍ରେମୀ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି । ଆଜି ଅପରାହ୍ନ ୩ଟାରେ ଶ୍ରୀଲଙ୍କାର…

ଚନ୍ଦ୍ରବିଜୟ ପରେ ଭାରତର ସୂର୍ଯ୍ୟ ଅଭିଯାନ

ଶବ୍ଦ ଓଡିଶା ବ୍ୟୁରୋ : ଚନ୍ଦ୍ରଯାନ-୩ର ସଫଳ ଅବତରଣ ପରେ ଆଜି ଭାରତର ସୂର୍ଯ୍ୟ ଅଭିଯାନ। ତେଣୁ ସାରା ବିଶ୍ୱର ନଜର ଇସ୍ରୋର ସୂର୍ଯ୍ୟ ମିଶନ୍ ଅର୍ଥାତ ଆଦିତ୍ୟ ଏଲ-୧ ଉପରେ । ଏହାର କାଉଣ୍ଟଡାଉନ୍ ଆରମ୍ଭ ହୋଇଗଲାଣି । ଏହାକୁ…

ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ

ଶବ୍ଦ ଓଡିଶା ବ୍ୟୁରୋ : ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ମଧ୍ୟରେ ନେଇପାରେ ଲଘୁଚାପର ରୂପ । ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।…

ସ୍ବାସ୍ଥ୍ୟ ପ୍ରସଙ୍ଗରେ ତିର୍ତ୍ତୋଲ ବ୍ଲକ୍ କଂଗ୍ରେସର ହଲ୍ଲାବୋଲ

ଆଗକୁ ଆସୁଛି ନିର୍ବାଚନ. ବିଭିନ୍ନ ଦଳ ନିଜ ଅଞ୍ଚଳ ପାଇଁ ପ୍ରସଙ୍ଗ ଖୋଜୁଥିବା ବେଳେ ତିର୍ତ୍ତୋଲ ଯୁବ କଂଗ୍ରେସ ସ୍ବାସ୍ଥ୍ୟ ସେବା ପ୍ରସଙ୍ଗକୁ ନେଇ ହାଲ୍ଲା ବୋଲର ଡାକରାଦେଇଛି.ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ଥିବା ସମସ୍ତ ଗୋଷ୍ଠି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ସ୍ୱାସ୍ଥ୍ୟସେବା…

ପାଣିରେ ବୁଡି ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର

ସୁବର୍ଣ୍ଣପୁର : ପାଣିରେ ବୁଡି ସ୍ୱାମୀ ମୃତ ସ୍ତ୍ରୀ ଗୁରୁତର । ସୁବର୍ଣ୍ଣପୁର ଜିଲ୍ଲା ମୁର୍ଷୁଣ୍ଢି ପଞ୍ଚାୟତ ଅନ୍ତର୍ଗତ କର୍ଡାପାଲ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତକ ଜଣକ ସମ୍ବଲପୁର ଜିଲ୍ଲା ଚାରମାଳ ବିଶ୍ଵନାଥପୁର ଗାଁର ୭୦…

ଜବାହର ନବୋଦୟ ବିଦ୍ୟାଳୟ ସାଇଲୋରେ 25ତମ ୟୁଥ ପାର୍ଲ୍ୟାମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

କୁଜଙ୍ଗ: ଜଗତସିଂହପୁର ଜିଲ୍ଲା କୁଜଙ୍ଗବ୍ଲକ ଅନ୍ତର୍ଗତ ସାଇଲୋ ଗ୍ରାମପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜବାହର ନବୋଦୟ ବିଦ୍ୟାଳୟରେ 25ତମ ୟୁଥ ପାର୍ଲିଆମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି. ଛାତ୍ରଛାତ୍ରୀ ଙ୍କ ଉଦେଶ୍ୟରେ କରାଯାଇଥିବା ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲାର ମାନ୍ୟବର ସାଂସଦ…

ଚନ୍ଦ୍ରପୃଷ୍ଠରେ ହୋଇଥିଲା କି ଭୂମିକମ୍ପ ?

ଶବ୍ଦ ଓଡିଶା ବ୍ୟୁରୋ : ଚନ୍ଦ୍ରକୁ ନେଇ ଆସିଲା ଚାଞ୍ଚଲ୍ୟକର ତଥ୍ୟ । ଚନ୍ଦ୍ରରେ ହୋଇଥିଲା କି ଭୂମିକମ୍ପ ? ଅଗଷ୍ଟ ୨୬ରେ ଚନ୍ଦ୍ରରେ ପ୍ରାକୃତିକ ପ୍ରକ୍ରିୟା ଘଟିଥିବା ନେଇ ଟ୍ୱିଟ୍ କରି ସୂଚନା ଦେଲା ଇସ୍ରୋ । ଲ୍ୟାଣ୍ଡର ପେଲୋଡ୍…

ପୁଅ ଆଗରେ ବାପାଙ୍କୁ ଟାଣିନେଲା କୁମ୍ଭୀର

ଶବ୍ଦ ଓଡିଶା ବ୍ୟୁରୋ : ରାଜନଗର ଅଞ୍ଚଳରେ କୁମ୍ଭୀର ଆତଙ୍କ ସୃଷ୍ଟି କରିଛି। ଗତକାଲି ପେଣ୍ଠ ବେଳାଭୂମିକୁ ଯାଇଥିବା ରାସ୍ତା ଉପରେ କୁମ୍ଭୀର ବୁଲୁଥିବା ବେଳେ ଆଜି ବ୍ରାହ୍ମଣୀ ନଦୀ କୂଳରୁ ପୁଅ ସାମ୍ନାରେ ବାପାଙ୍କୁ ଟାଣି ନେଇଛି କୁମ୍ଭୀର। ସଂପୃକ୍ତ…

ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ଶବ୍ଦ ଓଡିଶା ବ୍ୟୁରୋ : ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି ।ସେହିପରି ଶ୍ରୀମନ୍ଦିର…