Thu. Oct 15th, 2026

Month: September 2023

ରାଜ୍ୟରେ ୩ରୁ ପ୍ରବଳ ବର୍ଷିବ

ଶବ୍ଦ ଓଡିଶା ବ୍ୟୁରୋ : ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…