Thu. Oct 15th, 2026

ସୁନା ଦରରେ ହୋଇଛି ବ୍ୟାପକ ହ୍ରାସ। ତେବେ ରୁପା ମୂଲ୍ୟ ସ୍ଥିର ରହିଛି । ସେହିପରି ଅନ୍ତର୍ଜାତୀୟ ବଜାରରେ ମୂଲ୍ୟବାନ ଧାତୁ ଦରରେ ହ୍ରାସ ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୪୩୦ ଟଙ୍କାର ହ୍ରାସ ଘଟିଥିଲା ।ସେହିପରି ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୦,୪୨୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୪୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୧୦ ଟଙ୍କାର ହ୍ରାସ ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୫,୩୯୦ ଟଙ୍କାରେ ଖସି ଆସିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୪୦୦ ଟଙ୍କା ଥିଲା ।

Leave a Reply

Your email address will not be published. Required fields are marked *