ଝାରସୁଗୁଡ଼ା ଉପନିର୍ବାଚନ; ଆଜିଠୁ ନାମାଙ୍କନପତ୍ର ଦାଖଲ

ଶବ୍ଦ ଓଡିଶା ବ୍ୟୁରୋ: ଝାରସୁଗୁଡା ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ଆଜିଠାରୁ ଉପଜିଲ୍ଲାପାଳ ଅଫିସରେ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସର କିଶୋର ଚନ୍ଦ୍ର ସ୍ୱାଇଁ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଚାଲିବ ନାମଙ୍କନପତ୍ର ଦାଖଲ। ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ ନାମାଙ୍କନପତ୍ର ଦାଖଲ। ଯେଉଁ ହଲରେ ନାମାଙ୍କନପତ୍ର ଗ୍ରହଣ କରାଯିବ ସେଠାରେ ସିସିଟିଭି ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି। ଦେଇଥିଲେ।ସ୍ପଷ୍ଟ ହୋଇନଥିବା ବେଳେ ତିର୍ତ୍ତୋଲ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

You May Also Like

More From Author

+ There are no comments

Add yours