ଶବ୍ଦ ଓଡିଶା ବ୍ୟୁରୋ: ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ମହାପାତ୍ର ମୃତ୍ୟୁ ମାମଲାରେ ସୌମ୍ୟଙ୍କ ସ୍ତ୍ରୀ ବିଦ୍ୟାଭାରତୀ ଓ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ନୋଟିସ୍ ଜାରି କଲେ କୋର୍ଟ । ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟ ଉଭୟଙ୍କୁ ନୋଟିସ୍ ଜାରି କରିଛନ୍ତି । ରୋଷେୟାଙ୍କୁ ମଧ୍ୟ ନୋଟିସ୍ ଜାରି କରାଯାଇଛି । ମୃତ ସୌମ୍ୟଙ୍କ ପିତା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ସେ ଏଥିରେ ଦର୍ଶାଇଥିଲେ ଯେ, ପୁଅ ସୌମ୍ୟ ଆତ୍ମହତ୍ୟା କରିନାହାନ୍ତି ବରଂ ଏହା ପଛରେ ହତ୍ୟା ଷଡ଼ଯନ୍ତ୍ର ରହିଛି । ଏହି ଆବେଦନର ଶୁଣାଣି କରି କୋର୍ଟ ବିଦ୍ୟାଭାରତୀ ଓ ଡିଏଫଓଙ୍କୁ ନୋଟିସ୍ ଜାରି କରିଛନ୍ତି ।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours