ଅକ୍ଷୟ ପରିଜାଙ୍କୁ ଦୋଷ ଦେଲେ ଜଗବନ୍ଧୁ

ଅକ୍ଷୟ ପରିଜାଙ୍କୁ ଦୋଷ ଦେଲେ ଅର୍ଚ୍ଚନା ନାଗ ସ୍ବାମୀ ଜଗବନ୍ଧୁ ଚାନ୍ଦ। କ୍ୟାପିଟାଲ ହସ୍ପିଟାଲ ନେବା ବେଳେ ଜଗବନ୍ଧୁଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଲା । ସବୁ ଅକ୍ଷୟ ପରିଜାଙ୍କ ଚକ୍ରାନ୍ତ କହିଲେ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ । ଶ୍ରଦ୍ଧାଞ୍ଜଳିଙ୍କୁ ଟଙ୍କା ଲାଳସା ଦେଖାଇ ଆମ ନାଁରେ ଅଠା ବୋଳିଛନ୍ତି ଶ୍ରଦ୍ଧାଞ୍ଜଳିଙ୍କୁ ଲୁଚାଇ ରଖାଯାଇଛି, ତାଙ୍କୁ ଶୀଘ୍ର ବାହାର କରନ୍ତୁସମୟ ଆସିଲେ ସବୁ କହିବୁ କହିଲେ ଜଗବନ୍ଧୁ ଚାନ୍ଦ।

You May Also Like

More From Author

+ There are no comments

Add yours