କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଗ୍ରୀଷ୍ମକାଳୀନ ଛୁଟି

ଆସନ୍ତାକାଲିଠୁ ଗ୍ରୀଷ୍ମକାଳୀନ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛୁଟି ଘୋଷଣା । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାରଙ୍କ ନିଷ୍ପତ୍ତି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନିଷ୍ପତ୍ତି । ଆଜି ବିଧିବଦ୍ଧ ଘୋଷଣା କରିଛନ୍ତି ସରକାର । ପୂର୍ବରୁ ଖରା ବଢୁଥିବାରୁ ୨ଦିନ ପାଇଁ ଛୁଟି ଘୋଷଣା ହୋଇଥିଲା ।

You May Also Like

More From Author

+ There are no comments

Add yours