Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ବଢୁଥିବା କୋଭିଡ୍ ସଂକ୍ରମଣକୁ ଆଖି ଆଗରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ହସ୍ପିଟାଲରେ ମାସ୍କ ବ୍ୟବହାରକୁ ଗୁରୁତ୍ୱ ଦେଲେ ରାଜ୍ୟ ସରକାର । ଏଣିକି ରାଜ୍ୟର ସମସ୍ତ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟକର୍ମୀ ଓ ସମସ୍ତ ହସ୍ପିଟାଲ ଅଧିକାରୀମାନେ ମାସ୍କ ପିନ୍ଧିବେ । ରାଜ୍ୟରେ ଗତ କିଛି ଦିନ ହେଲା କୋଭିଡ୍ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Leave a Reply

Your email address will not be published. Required fields are marked *