ପହିଲାରୁ ମହଙ୍ଗା ହେବ ଦୁଗ୍ଧଜାତ ଦ୍ରବ୍ୟର ଦର। ମେ’ ୧ରୁ ଛେନା, ପନିର, ଖୁଆ ଆଦି ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ। କଟକ ଜିଲ୍ଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଂଘର ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ପରେ ଛେନା କେଜି ପିଛା ୨୦, ପନିର କେଜି ୩୦ ଟଙ୍କା ଓ ଖୁଆ କେଜି ପିଛା ୬୦ ଟଙ୍କା ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। କ୍ଷୀର ଦର ବଢ଼ିଥିବାରୁ ଦୁଗ୍ଧଜାତ ଦ୍ରବ୍ୟ ଦର ବୃଦ୍ଧି ନିଷ୍ପତ୍ତି ନିଆଯାଇଛି।
Various fresh dairy products on wooden background