ଶବ୍ଦ ଓଡିଶା ବ୍ୟୁରୋ: ରଥଯାତ୍ରା ପୂର୍ବରୁ ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଆଇଏଏସ୍ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଦେଇଛନ୍ତି ରାଜ୍ୟ ସରକାର । ତେବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ୱତନ୍ତ୍ର ସଚିବ ପାହ୍ୟା ପ୍ରଦାନ କରାଯିବ ବୋଲି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି । ଅନ୍ୟପଟେ ଦିଲ୍ଲୀପ ରାଉତରାୟଙ୍କୁ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଥିବାବେଳେ, ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର ।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours