Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଛତିଶଗଡ ସୁକମା ଭେଜାଇ ଜଙ୍ଗଲରେ ମାଓବାଦୀ ଓ ଯବାନଙ୍କ ମଧ୍ୟରେ ଜୋରଦାର ଏନକାଉଣ୍ଟର ଯୋଗୁଁ ୨ ନକ୍ସଲ ନିପାତ ହୋଇଛନ୍ତି । ଏବେବି ଜଙ୍ଗଲରେ ଡିଆରଜି ଯବାନ ଓ ନକ୍ସଲଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଥିବା ଜଣାପଡିଛି । ଏହାସହ ଏହାର ଆଖାପାଖ ଇଲାକାରେ ମଧ୍ୟ ସର୍ଚ୍ଚ ଅପରେସନ୍ ଜାରି ରହିଥିବା କହିଛିି ସୁକମା ପୁଲିସ ।

Leave a Reply

Your email address will not be published. Required fields are marked *