ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ

ଶବ୍ଦ ଓଡିଶା ବ୍ୟୁରୋ: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ । ୧୧ ଓ ୧୨ତାରିଖ ଦୁଇ ଦିନ ଧରି ଦିଲ୍ଲୀରେ ରହିବେ । କେନ୍ଦ୍ର ସରକାରରେ ପଡ଼ିରହିଥିବା ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟର ସେ ସମୀକ୍ଷା କରିବେ । ତେବେ ଏହି ଗସ୍ତ ସମୟରେ ସେ କୌଣସି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇ ନାହିଁ ।

You May Also Like

More From Author

+ There are no comments

Add yours