Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଭୋଟ୍ ଗଣତି ଜାରି। ସାମ୍ନାକୁ ଆସିଛି ପ୍ରାରମ୍ଭିକ ଟ୍ରେଣ୍ଡ । ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ ରହିଛି । ପ୍ରଥମ ରାଉଣ୍ଡର ଗଣତିରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ଠାରୁ ୨୭୦୬ ଭୋଟରେ ଆଗୁଆ ଅଛନ୍ତି । ପ୍ରଥମ ରାଉଣ୍ଡରେ ବିଜେଡିକୁ ୫୯୪୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ମିଳିଛି ୩୨୩୮ଟି ଭୋଟ୍ । ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ପ୍ରଥମ ରାଉଣ୍ଡରେ ମାତ୍ର ୧୨୩ ଖଣ୍ଡ ଭୋଟ ମିଳିଛି ।

Leave a Reply

Your email address will not be published. Required fields are marked *