Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ପ୍ରଚଣ୍ଡ ତାତି, ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ଜଳୁଛି ପଶ୍ଚିମ ଓଡ଼ିଶା। ବଲାଙ୍ଗିର ଓ ଟିଟିଲାଗଡରେ ଅସମ୍ଭାଳ ତାତି। ୪୪ .୪ ଡିଗ୍ରୀ ତାପମାତ୍ରା ସହ ବଲାଙ୍ଗିର ଆଜି ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବା ବେଳେ ଟିଟିଲାଗଡ଼ ତାତି ବି ୪୪ ଡିଗ୍ରୀ ଛୁଇଁଛି।

ସୂଚନା ଅନୁସାରେ ଝାରସୁଗୁଡ଼ାରେ ୪୩.୬ ଡିଗ୍ରୀ, ଭବାନୀପାଟଣାରେ ୪୩.୫ ଡିଗ୍ରୀ, ବୌଦ୍ଧରେ ୪୨.୯ ଡିଗ୍ରୀ, ସମ୍ୱଲପୁରରେ ୪୨.୮ ଡିଗ୍ରୀ, ସୋନପୁରରେ ୪୨.୮ ଡିଗ୍ରୀ, ମାଲକାନଗିରିରେ ୪୨.୮ ଡିଗ୍ରୀ, ଅନୁଗୋଳରେ ୪୨.୭ ଡିଗ୍ରୀ, ସୁନ୍ଦରଗଡ଼ରେ ୪୨.୪ ଡିଗ୍ରୀ, ରାଉରକେଲାରେ ୪୨.୨ ଡିଗ୍ରୀ, ବରଗଡ଼ରେ ୪୨.୧ ଡିଗ୍ରୀ, ତାଳଚେରରେ ୪୨.୦ ଡିଗ୍ରୀ, ନୂଆପଡ଼ାରେ ୪୨.୦ ଡିଗ୍ରୀ, ନୟାଗଡ଼ରେ ୪୨.୦ ଡିଗ୍ରୀ, ହୀରାକୁଦରେ ୪୧.୯ ଡିଗ୍ରୀ, ନବରଙ୍ଗପୁରରେ ୪୦.୪ ଡିଗ୍ରୀ ଓ ଭଦ୍ରକରେ ୪୦.୦ ତାପମାତ୍ରା ଡିଗ୍ରୀ ରେକର୍ଡ କରାଯାଇଛି

Leave a Reply

Your email address will not be published. Required fields are marked *