Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲାଗି ରହିଛି। ଯାହାଫଳରେ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆଜି ୪୩ ଡିଗ୍ରୀ ଉପରେ ୩ ସହର ରହିଛି। ୪୩.୭ ଡିଗ୍ରୀ ସହ ବଲାଙ୍ଗିର ପାଲଟିଛି ଉତ୍ତପ୍ତ ସହର। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ସତର୍କ ସୂଚନା ଜାରି ରହିଛି

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ସୋନପୁରରେ ୪୩.୦ ଡିଗ୍ରୀ, ସମ୍ୱଲପୁରରେ ୪୩.୦ ଡିଗ୍ରୀ, ବୌଦ୍ଧରେ ୪୨.୮ ଡିଗ୍ରୀ, ସୁନ୍ଦରଗଡ଼ରେ ୪୨.୮ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ, ରାଉରକେଲାରେ ୪୨.୨ ଡିଗ୍ରୀ ।

Leave a Reply

Your email address will not be published. Required fields are marked *