ଶବ୍ଦ ଓଡିଶା ବ୍ୟୁରୋ: ଓଡ଼ିଶାକୁ ମିଳିଲା ଆଉ ଦୁଇଟି ନୂଆ ସ୍ୱତନ୍ତ୍ର ରେଳ ପ୍ରକଳ୍ପ । ଏନେଇ ରେଳ ମନ୍ତ୍ରାଳୟ ପକ୍ଷରୁ ଗେଜେଟ ନୋଟିଫିକେସନ୍ ଜାରିହୋଇଛି । ତାଳଚେର-ଅନଗୁଳ ୱାଇ କନେକ୍ସନ ପ୍ରକଳ୍ପକୁ ଅନୁମୋଦନ ମିଳିଥିବା ବେଳେ ବରଗଡ଼ରୁ ନୂଆପଡ଼ାକୁ ନିର୍ମାଣ ହେବ ନୂଆ ରେଳଲାଇନ୍ । ରେଳବାଇର ସ୍ୱତନ୍ତ୍ର ପ୍ରକଳ୍ପ ଭାବେ ଏହି ଦୁଇଟି ପ୍ରକଳ୍ପକୁ ମଂଜୁରୀ ମିଳିଛି । ବିଜ୍ଞପ୍ତି ଅନୁଯାୟୀ ପୂର୍ବତଟ ରେଳବାଇର ସମ୍ବଲପୁର ଡିଭିଜନ ଅଧୀନରେ ୧୬ଦଶମିକ ୫କିଲୋମିଟର ଲମ୍ବା ତାଳଚେର-ଅନୁଗୁଳ ନୂଆ ବ୍ରଡଗଜ ଲାଇନ ଓ ବରଗଡ଼-ନୂଆପଡା ରୋଡ ୧୪୨କିଲୋମିଟରକୁ ସ୍ୱତନ୍ତ୍ର ପ୍ରକଳ୍ପ ମାନ୍ୟତା ମିଳିଛି ।
You May Also Like
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ଓଡ଼ିଶା ଆସୁଛି ୪୮ ହଜାର କ୍ଵିଣ୍ଟାଲ ଆଳୁ
August 21, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours