ମନ୍ତ୍ରିମଣ୍ଡଳ ସଂପ୍ରସାରଣ: ମନ୍ତ୍ରୀ ଭାବେ ଶପଥ ନେବେ ବିକ୍ରମ, ସାରଦା ଓ ସୁଦାମ

ଶବ୍ଦ ଓଡିଶା ବ୍ୟୁରୋ: ଶପଥ ନେବେ ରାଜ୍ୟର ତିନି ନୂଆ ମନ୍ତ୍ରୀ । ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାର୍ଣ୍ଡି କ୍ୟାବିନେଟ୍ ମନ୍ତ୍ରୀ ହେବା ସ୍ପଷ୍ଟ ହୋଇଛି । ସକାଳ ୯ଟା ୫୦ରେ ଶପଥ ନେବେ ନୂଆ ମନ୍ତ୍ରୀ । ଶପଥ ପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ହେବ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟ ପକ୍ଷରୁ ଶପଥ ଗ୍ରହଣ ସୂଚୀ ଜାରି କରାଯାଇଛି ।

You May Also Like

More From Author

+ There are no comments

Add yours