୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ଶବ୍ଦ ଓଡିଶା ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଭାଷଣ ବେଳେ ଲାଇଟ୍ କଟି ଯିବା ଘଟଣାର ପ୍ରତିବାଦ । ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି । ବିଜେପି ପକ୍ଷରୁ ସକାଳ ୬ରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ବାରିପଦରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରି ଗାଡ଼ିଚଳାଚଳ ବନ୍ଦ କରୁଛନ୍ତି ।

You May Also Like

More From Author

+ There are no comments

Add yours