ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ

ଶବ୍ଦ ଓଡିଶା ବ୍ୟୁରୋ: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି 5T ସଚିବ। ଶ୍ରୀମନ୍ଦିର ସମ୍ମୁଖରେ ଚାଲୁଥିବା ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସମୀକ୍ଷା କରିଛନ୍ତି । ଶ୍ରୀଜିଉଙ୍କୁ ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ସେ ପ୍ରାୟ ୪୦ ମିନିଟ ଅତିବାହିତ କରିଥିଲେ।

You May Also Like

More From Author

+ There are no comments

Add yours