ରାଜଧାନୀରେ ୟୁନିଟ୍-୧ ହାଇସ୍କୁଲ ସମ୍ମୁଖରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଶବ୍ଦ ଓଡିଶା ବ୍ୟୁରୋ: ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଗୋଡାଇ ଗୋଡାଇ ମାରଣାସ୍ତ୍ରରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ୟୁନିଟ୍-୧ ହାଇସ୍କୁଲ ସମ୍ମୁଖରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା ପରେ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି । କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

You May Also Like

More From Author

+ There are no comments

Add yours