ମନ୍ତ୍ରୀ ନବଦାସଙ୍କ ହତ୍ୟା ମାମଲା: ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ

ଶବ୍ଦ ଓଡିଶା ବ୍ୟୁରୋ: ନବ ଦାସ ହତ୍ୟା ମାମଲାରେ ଆଜି ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ଝାରସୁଗୁଡ଼ା ସ୍ଥିତ ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କରିପାରେ କ୍ରାଇମବ୍ରାଞ୍ଚ । ମାମଲାର ମୁଖ୍ୟ ଅଭିଯୁକ୍ତ ପୋଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରିବା ପାଇଁ କ୍ରାଇମବ୍ରାଞ୍ଚ ସମସ୍ତ ପ୍ରକାର ସାଇଣ୍ଟିଫିକ୍ ତଥା ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନକୁ ଭିତ୍ତିକରି ଅଭିଯୋଗ ଫର୍ଦ୍ଦ ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି । ଗତ ଜାନୁଆରୀ ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା ।

You May Also Like

More From Author

+ There are no comments

Add yours