Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର । ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ଚଢ଼ାଉ କରୁଛି ଭିଜିଲାନ୍ସ । ତହସିଲଦାର ଚାର୍ଲସ ନାୟକଙ୍କ କରଞ୍ଜିଆ ବାସଭବନ, କରଞ୍ଜିଆ ତହସିଲ କାର୍ଯ୍ୟାଳୟ ଓ ଭଦ୍ରକ ଜିଲ୍ଲାରେ ମଧ୍ୟ ଚଢ଼ାଉ ହୋଇଥିବା ସୂଚନା ମିଳିଛି । କରଞ୍ଜିଆ ତହସିଲ କାର୍ଯ୍ୟାଳୟ ପରିସରରେ ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍ ଚଢ଼ଉ ଜାରି ରଖିଛି ।

Leave a Reply

Your email address will not be published. Required fields are marked *