ଶବ୍ଦ ଓଡିଶା ବ୍ୟୁରୋ: ଜମ୍ମୁକାଶ୍ମୀରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ପୋଲ ଉପରୁ ତଳକୁ ଖସିପଡିଲା ବସ୍ । ୧୦ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଆହତମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସଟି ଅମୃତସରରୁ ବୈଷ୍ଣୋଦେବୀ ଯାଉଥିଲା । ବସରେ ୭୫ ଜଣ ଯାତ୍ରୀ ଥିଲେ । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
You May Also Like
ତିନିଦିନ ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ବୈଷୟିକ ସର୍ଭେ
September 20, 2024
ଡେଙ୍ଗୁ ଜ୍ୱରକୁ ମହାମାରୀ ଘୋଷଣା
September 3, 2024
ରାଜ୍ୟସ୍ତରୀୟ ଦେଶଭକ୍ତିର କାର୍ଯ୍ୟକ୍ରମ – “ମାତୃଭୂମିକୁ ପ୍ରଣାମ ଉତ୍ସବ”
August 15, 2024
More From Author
ଆଇସିସି ଆଣିଲା ନୂଆ ନିୟମ ଷ୍ଟପ୍ କ୍ଲକ୍
November 22, 2023
୫ ବର୍ଷରେ ରାଜ୍ୟରେ ୨,୮୧୭ ବନ୍ୟପ୍ରାଣୀଙ୍କ ମୃତ୍ୟୁ
November 22, 2023
ଭୁବନେଶ୍ୱରରେ ଜାତୀୟ ନିର୍ବାଚନ କମିଶନଙ୍କ ଟିମ୍
September 13, 2023
+ There are no comments
Add yours