ଆସିବ ଯୁକ୍ତ ଦୁଇ ପରୀକ୍ଷାଫଳ: ଦିନ ୧୧ଟାରେ ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ

ଶବ୍ଦ ଓଡିଶା ବ୍ୟୁରୋ: ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷାଫଳ । ଦିନ ୧୧ଟାରେ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ପରବର୍ତ୍ତୀ ସମୟରେ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ । ଏହାପରେ ପରୀକ୍ଷାର୍ଥୀମାନେ www.orissaresults.nic.in ୱେବସାଇଟ୍‌ରେ ସେମାନଙ୍କ ଫଳ ଜାଣିପାରିବେ ।
ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷା ଫଳ ତଥ୍ୟ ଉପଲବ୍ଧ ହେବ । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଜୁନ୍‌ ୮ ସୁଦ୍ଧା ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଥିବା ପରିଷଦ ଅଧ୍ୟକ୍ଷ ଅଶ୍ବିନୀ କୁମାର ମିଶ୍ର ସୂଚନା ଦେଇଛନ୍ତି ।

You May Also Like

More From Author

+ There are no comments

Add yours